କମିବନି ସିଲାବସ୍‌: ୭୦% ସିଲାବସ୍‌ରେ ପାଠ ପଢିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ଜାନୁଆରୀ ୮ ରେ ସ୍କୁଲଗୁଡିକ ଖୋଲିବ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ସ୍କୁଲ ଖୋଲିଲେ କେମିତି କେମିତି ପାଠପା ହେବ ସେନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗୋଟିଏ ସେକ୍ସନରେ ୨୦ରୁ ୨୫ ପିଲା ପାଠ ପଢ଼ିବେ। ଅଧିକ ପିଲାରେ ଅଧିକ ସେକ୍ସନ ହେବ। ଏହି ସମୟରେ ସାନିଟାଇଜେସନ ଓ ପିଲାଙ୍କ ସୱାସ୍ଥ୍ୟ ପ୍ରତି ପ୍ରାଥମିକତା ଦିଆଯିବ। ପ୍ରତି ଜିଲାରେ ନୋଡାଲ ଅଫିସର ନିୟୁକ୍ତ ହୋଇଛନ୍ତି ସେମାନେ ଜିଲ୍ଲାପାଳ ଓ ଡିଆଇଓଙ୍କ ସହ ସମନ୍ବୟ ରକ୍ଷା କରି କାମ କରିବେ। ଶିକ୍ଷକ ଆବଶ୍ୟକତା ଥିଲେ ପୂରଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସିଲାବସ ୩୦% କମିଛି, ଆଉ କମିବ ନାହିଁ ବୋଲି ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଆସନ୍ତା ଜାନୁଆରୀ ୮ରୁ ସ୍କୁଲ ଖୋଲିବ ଓ ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri