ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ ଦୁଇ ଶିକ୍ଷା । ଏନେଇ ଗଣଶିକ୍ଷା ସଚିବ ଏନ. ଥିରୁମାଲା ନାଏକ ଆଜି ସୂଚନା ଦେଇଛନ୍ତି । ଏହି ବୋର୍ଡର କାର୍ଯ୍ୟାଳୟ କେଉଁଠାରେ ହେବ, ସେନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି ।

ତେବେ ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ । ଏହାଦ୍ୱାରା ଛାତ୍ରୀଛାତ୍ର ନିଜ ମାତୃଭାଷାରେ ଉଚ୍ଚମାଧ୍ୟମିକ ଶିକ୍ଷା ଗ୍ରହଣ କରିପାରିବେ । ସେହିପରି ୧୮ ବର୍ଷ ଯାଏଁ ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଶିକ୍ଷା । ମାଗଣା ଡିଜିଟାଲ ଶିକ୍ଷା ପାଇଁ CHSEକୁ ୧୦ କୋଟି ଟଙ୍କା ପ୍ରଦାନ କରାଯାଇଛି । ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଛାତ୍ରୀଛାତ୍ର ଅଯଥା ଖର୍ଚ୍ଚାନ୍ତ ହେଉଥିବାରୁ ମାଗଣା ଡିଜିଟାଲ୍ ଶିକ୍ଷା ଉପରେ ଗୁରୁତ୍ୱ ଦିଆଯିବ । ଯୁକ୍ତ ଦୁଇ ପରେ ଦକ୍ଷତା ସହ ନିଯୁକ୍ତି ସୁଯୋଗ ମିଳିବ ବୋଲି ଗଣଶିକ୍ଷା ସଚିବ ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri