ଏଥର ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ଛାତ୍ରୀଛାତ୍ର ନିଜ ସ୍କୁଲରେ ହିଁ ପରୀକ୍ଷା ଦେବେ। ଯଦିଓ ଏନେଇ ବିଧିବଦ୍ଧ ଘୋଷଣା କରାଯାଇ ନାହିଁ ତେବେ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏପରି ସୂଚନା ଦିଆଯାଇଛି।

ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନାନୁଯାୟୀ, ଏଥର ମାଟ୍ରିକ ପରୀକ୍ଷାର ସମୟ ମଧ୍ୟ ହ୍ରାସ କରି ଦିଆଯାଇଛି। ଅଢ଼େଇ ଘଣ୍ଟା ବଦଳରେ ୨ ଘଣ୍ଟାର ପରୀକ୍ଷା ହେବ। ସେହି ସ୍କୁଲର ଶିକ୍ଷକ ନିରୀକ୍ଷକ ନ ରହି ଅନ୍ୟ ସ୍କୁଲର ଶିକ୍ଷକମାନେ ରହିବେ। କରୋନାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ, ମେ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା।...

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଜୁନ୍‌ ୨୨ ସୁଦ୍ଧା ରଥ ନିର୍ମାଣ କାମ ଶେଷ କର

କଟକ ଅଫିସ,୧୨।୫: ଆସନ୍ତା ଜୁନ୍‌ ୨୨ସୁଦ୍ଧା ରଥ ନିର୍ମାଣ କାମ ସାରିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏକ ଜନସ୍ବାର୍ଥ ମାମଲାର ବିଚାର କରି ମୁଖ୍ୟ...

ଚିଲିକା ପାଇଁ ୧୫୮ କୋଟି: ଉପକୃତ ହେବେ ୨ ଲକ୍ଷ ମତ୍ସ୍ୟଜୀବୀ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟର ପ୍ରମୁଖ ୩ଟି ଆର୍ଦ୍ରଭୂମି ପାଇଁ ବିଭିନ୍ନ ଯୋଜନାକୁ ଅନୁମୋଦନ କରାଯାଇଛି। ରାଜ୍ୟ ଆର୍ଦ୍ରଭୂମି ପ୍ରାଧିକରଣ ବୈଠକରେ ବିଭିନ୍ନ ଯୋଜନାକୁ ଏହି ମଞ୍ଜୁରୀ...

ଆଜି କୋର୍ଟରେ ହାଜର ହେବେ ଅର୍ଚ୍ଚନା

ଭୁବନେଶ୍ୱର, ୫ା୧୨ (ବ୍ୟୁରୋ): ବହୁଚର୍ଚ୍ଚିତ ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାର ଦିଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଖୋଳତାଡ ଜାରି ରଖିବା ସହ ଜଣକ...

ପୂଜା ଛୁଟିରେ ୨ ଦିନ ଖୋଲିବ ଆର୍‌ଟିଓ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ଚଳିତ ମାସ ୫ରୁ ୮ ତାରିଖ ଯାଏ ସରକାରୀ ଛୁଟି ଦିବସ ରହିଛି। ତେଣୁ ଏହି ସମୟରେ ନୂଆ ଗାଡ଼ି ପଞ୍ଜୀକରଣ କାର୍ଯ୍ୟ ବାଧା...

‘ଗାନ୍ଧୀ ବିଚାରର ଅନ୍ତ ଅସମ୍ଭବ’

ଅନୁଗୋଳ ଅଫିସ, ୨୮।୧ ଗାନ୍ଧିବାଦୀ ସଙ୍ଗଠନଗୁଡ଼ିକ ପକ୍ଷରୁ ଦେଶବ୍ୟାପୀ ଚାଲିଥିବା ”ରାଷ୍ଟ୍ରପିତାଙ୍କ ଅପମାନ-ସହିବ ନାହିଁ ହିନ୍ଦୁସ୍ଥାନ“ ଶୀର୍ଷକ ପ୍ରଚାର ଅଭିଯାନ ଅନୁଗୋଳ ଗାନ୍ଧୀ ପାର୍କଠାରେ ଆୟୋଜିତ...

ଆଦର୍ଶ ବିଦ୍ୟାଳୟ ଦେଶରେ ରୋଲ୍‌ ମଡେଲ ହେଉ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ମୁଖ୍ୟ ଲକ୍ଷ୍ୟ। ଏହି ଉଦ୍ଦେଶ୍ୟରେ ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ...

ପୁରୀ ପ୍ରବେଶ ପଥ, ବେଳାଭୂମିରେ କଡ଼ା ସୁରକ୍ଷା

ପୁରୀ ଅଫିସ,୧୨।୨: ଶ୍ରୀମନ୍ଦିରରେ କଟକଣାମୁକ୍ତ ଧାଡ଼ି ଦର୍ଶନ ଆରମ୍ଭ ହେବା ପୂର୍ବରୁ ଗୁରୁବାର ପୁରୀ ପୋଲିସ ଡ୍ରାଏ ମକ୍‌ଡ୍ରିଲ କରିଛି। ମାତ୍ରାଧିକ ଗହଳିକୁ କିଭଳି ଭାବେ...

Advertisement
Archives

Model This Week