ଏଥର ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ଛାତ୍ରୀଛାତ୍ର ନିଜ ସ୍କୁଲରେ ହିଁ ପରୀକ୍ଷା ଦେବେ। ଯଦିଓ ଏନେଇ ବିଧିବଦ୍ଧ ଘୋଷଣା କରାଯାଇ ନାହିଁ ତେବେ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏପରି ସୂଚନା ଦିଆଯାଇଛି।

ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନାନୁଯାୟୀ, ଏଥର ମାଟ୍ରିକ ପରୀକ୍ଷାର ସମୟ ମଧ୍ୟ ହ୍ରାସ କରି ଦିଆଯାଇଛି। ଅଢ଼େଇ ଘଣ୍ଟା ବଦଳରେ ୨ ଘଣ୍ଟାର ପରୀକ୍ଷା ହେବ। ସେହି ସ୍କୁଲର ଶିକ୍ଷକ ନିରୀକ୍ଷକ ନ ରହି ଅନ୍ୟ ସ୍କୁଲର ଶିକ୍ଷକମାନେ ରହିବେ। କରୋନାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ, ମେ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ।


Enter your email to get our daily news in your inbox.

All Right Reserved By Dharitri.Com

ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା

ଭୁବନେଶ୍ୱର,୧୧।୫(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଛି। ସେଥିପାଇଁ ଲୋକେ ଟିକା ନେବାକୁ ଆତୁର। ଫଳରେ ଟିକାକରଣ କେନ୍ଦ୍ରରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳୁଛି।...

ତନ୍ତ୍ରସାଧକ ଭାଇର ନାରକୀୟ କାଣ୍ଡ ଘଟଣାର ପର୍ଦ୍ଦାଫାଶ : ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ବଙ୍ଗୋମୁଣ୍ଡା, ୭ା୧ (ଡି.ଏନ୍‌.ଏ.): ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ଅଭିଯୁକ୍ତ ତନ୍ତ୍ରସାଧକ ଜେଲରୁ...

୨୦ରେ ରାସ୍ତାକୁ ଓହ୍ଲାଇବ ବିଜେଡି

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଦୀର୍ଘଦିନର ନୀରବତା ପରେ ବିଜେଡି କେନ୍ଦ୍ର ସରକାରଙ୍କ ବିରୋଧରେ ଆନ୍ଦୋଳନ କରିବା ପାଇଁ ଅଣ୍ଟା ଭିଡିଛି। କେନ୍ଦ୍ର ସରକାର ଓଡ଼ିଶା ଚାଷୀଙ୍କ ପ୍ରତି...

ରେଲ୍‌ଓ୍ବେ ଡେପୁଟି ଚିଫ୍‌ ଇଞ୍ଜିନିୟର ଗିରଫ

ଭୁବନେଶ୍ୱର,୨୬ା୫ (ବ୍ୟୁରୋ): ରେଲ୍‌ଓ୍ବେରେ ବହୁ କୋଟି ଟଙ୍କାର ପ୍ରୋଜେକ୍ଟ ଦେବାକୁ କହି ଜଣେ ଠିକାଦାରଙ୍କଠାରୁ ୫୦ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ରେଲ୍‌ଓ୍ବେ ଡେପୁଟି ଚିଫ୍‌ ଇଞ୍ଜିନିୟର...

ଘରତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି

ବାରଙ୍ଗ,୨୭ା୨(ଡି.ଏନ.ଏ.): ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମମୁଣ୍ଡରେ ଥିବା ସିଏସ୍‌ଏସ୍‌ ହୋମ ଆପାର୍ଟମେଣ୍ଟର ୩୦୧ରୁମରୁ ମଙ୍ଗଳବାର ରାତିରେ ଘରର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା...

ବେହେରାସାହି ପରେ ଏବେ ଚିନ୍ତା ବଢ଼ାଇଲା ଜାଲୁଆ ସାହି: ଆଜି ଚିହ୍ନଟ ହେଲେ…

କଟକ ଅଫିସ,୧୧।୮: କଟକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ...

ଜାରି ହେଲା ଅଗଷ୍ଟ ମାସ ପାଇଁ ଗାଇଡଲାଇନ; ଜାଣନ୍ତୁ କଣ ରହିବ ଖୋଲା, କଣ ପଡିବ ତାଲା ?

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି।...

ମହାପ୍ରଭୁଙ୍କ ଜମି ପାଇଁ ଗଢ଼ା ହେବ ନୂଆ କମିଟି

ପୁରୀ ଅଫିସ, ୬ା୨: କେବଳ ଓଡ଼ିଶା ନୁହେଁ, ରାଜ୍ୟ ବାହାରେ ମଧ୍ୟ ରହିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି। ଅନେକ ଜମିର ହିସାବ ଏପର୍ଯ୍ୟନ୍ତ ଶ୍ରୀମନ୍ଦିର ପ୍ରଶାସନ...

Advertisement


Archives

Model This Week