ମାଲାବାରରେ ଷ୍ଟଡ୍‌ସ ଆଣ୍ଡ ଡ୍ରପ୍ସ ଫେଷ୍ଟିଭାଲ

ଭୁବନେଶ୍ୱର, ୨୧।୫ ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ‘ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ୍‌’ର ଭୁବନେଶ୍ୱରସ୍ଥିତ ଶହୀଦନଗର ଏକ୍ସକ୍ଲୁସିଭ ଶୋ’ ରୁମ୍‌ ପରିସରରେ ଏକ ସ୍ବତନ୍ତ୍ର ପ୍ରଦର୍ଶନୀ କାର୍ଯ୍ୟକ୍ରମ ‘ଷ୍ଟଡ୍‌ସ ଆଣ୍ଡ ଡ୍ରଫ୍ସ ଫେଷ୍ଟିଭାଲ’ର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୋ’ରୁମ୍‌ ପରିସରରେ ଉପସ୍ଥିତ ବିଶିଷ୍ଟ ଗ୍ରାହକ ଏବଂ ପରିଚାଳନା ଟିମ୍‌ ଦ୍ୱାରା ଏହାର ଉଦ୍‌ଘାଟନ କରାଯାଇଥିଲା। ଶୁକ୍ରବାରୁଠାରୁ ଆରମ୍ଭ ହୋଇଥିବା ଏହି ପ୍ରଦର୍ଶନୀ ମେ’୨୯ ପର୍ଯ୍ୟନ୍ତ ଜାରି ରହିବ। ଏଥିରେ ପ୍ରଦର୍ଶିତ ସୁନା ଅଳଙ୍କାର, ଡାଇମଣ୍ଡ ଷ୍ଟଡ୍‌ ଏବଂ ବିଭିନ୍ନ ଜେମ୍‌ ଷ୍ଟୋନ୍‌ ତିଆରି ଗହଣା ଉପରେ ୧୨.୯% ଏବଂ ତଦୂର୍ଦ୍ଧ୍ୱ ରିହାତି ବ୍ୟବସ୍ଥା ରହିଛି। ଏହି ଅବସରରେ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ୍‌ର ମାଇନ-ଡାଇମଣ୍ଡ ଜୁଏଲେରି, ଏରା-ଅନ୍‌କଟ୍‌ ଡାଇମଣ୍ଡ୍‌ ଜୁଏଲେରି, ପ୍ରେସିଆ-ପ୍ରେସିୟସ୍‌ ଜେମ୍‌ଷ୍ଟୋନ୍‌ ଜୁଏଲେରି, ଏଥ୍‌ନିକ୍ସ-ହସ୍ତ ନିର୍ମିତ ଜୁଏଲେରି, ଡିଭାଇନ୍‌-ଇଣ୍ଡିଆନ୍‌ ହେରିଟେଜ୍‌ ଜୁଏଲେରି ଏବଂ ଷ୍ଟାର୍‌ଲେଟ୍‌- କିଡ୍ସ ଜୁଏଲେରି ଭଳି ଗହଣା ବ୍ରାଣ୍ଡ ପ୍ରଦର୍ଶନ କରାଯାଉଛି ବୋଲି ଶୋ’ରୁମ୍‌ର ବରିଷ୍ଠ ଅଧିକାରୀ ଅସନାଫ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri