ନୂଆ ଘର ପାଇଁ ବାସ୍ତୁ

ବାସ୍ତୁଶାସ୍ତ୍ର ଅନୁସାରେ ଘରଟିଏ ତୋଳିଲେ ଘରେ ସକାରାତ୍ମକ ଊର୍ଜା ଉତ୍ପନ୍ନ ହୋଇ ପରିବାରରେ ସୁଖଶାନ୍ତି ବଢିବା ସହ ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଆସିଥାଏ ବୋଲି ବିଶ୍ୱାସ ରହିଛି। ତେବେ ନୂଆ ଘର ପାଇଁ କ’ଣ ସବୁ ଜରୁରୀ ବାସ୍ତୁ ଟିପ୍ସ ରହିଛି ଜାଣନ୍ତୁ ସେ ସମ୍ପର୍କରେ…

* ନୂଆ ଘରର ମୁଖ୍ୟ ପ୍ରବେଶ ଦ୍ୱାର ଉତ୍ତର କିମ୍ବା ପୂର୍ବ ଦିଗ ଅଥବା ଉତ୍ତର-ପୂର୍ବ ଦିଗରେ ରହିଲେ ଘରେ ସୁଖଶାନ୍ତି ବଢିଥାଏ ବୋଲି ବିଶ୍ୱାସ କରାଯାଏ।

* ଘରକୁ ଆସୁଥିବା ଅତିଥି ପ୍ରଥମେ ଲିଭିଂ ରୁମ୍‌ରେ ହିଁ ଆସି ବସିଥାନ୍ତି। ଏହି ରୁମ୍‌ର ସାଜସଜ୍ଜା ତାଙ୍କ ମନ ଭିତରେ ଏକ ଗଭୀର ଛାପ ଛାଡିଥାଏ। ସେଥିପାଇଁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ଲିଭିଂ ରୁମ୍‌ ପୂର୍ବ କିମ୍ବା ଉତ୍ତର ଦିଗ ଅଥବା ଉତ୍ତର-ପୂର୍ବ ଦିଗରେ ରହିଲେ ଶୁଭ ହୋଇଥାଏ। ଅନ୍ୟପକ୍ଷେ ଏହି ରୁମ୍‌ରେ ପଡିଥିବା ଫର୍ନିଚର ପଶ୍ଚିମ ଅଥବା ଦକ୍ଷିଣ-ପଶ୍ଚିମ ଦିଗରେ ରହିଲେ ଶୁଭ।

* କିନ୍ତୁ ଶୟନ କକ୍ଷ ଦକ୍ଷିଣ-ପଶ୍ଚିମ କୋଣରେ ରହିଲେ ଭଲ। କାରଣ ଶୟନ କକ୍ଷ ଉତ୍ତର-ପୂର୍ବ ଦିଗରେ ରହିଲେ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିଥାଏ ଏବଂ ଦକ୍ଷିଣ-ପୂର୍ବ ଦିଗରେ ରହିଲେ ଦମ୍ପତିଙ୍କ ମଧ୍ୟରେ ଝଗଡା ଲାଗିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।

* ସେହିପରି ରୋଷେଇ ଘର ଦକ୍ଷିଣ-ପୂର୍ବ ଦିଗରେ ରହିଲେ ଉତ୍ତମ।


Enter your email to get our daily news in your inbox.

All Right Reserved By Dharitri.Com

ଚା ପିଇଲେ ସୁସ୍ଥ ରହିବ ମସ୍ତିଷ୍କ

ସିଙ୍ଗାପୁର: ଆପଣ ଚା’ ପିଅନ୍ତି କି? ତେବେ ଆପଣଙ୍କ ପାଇଁ ରହିଛି ଏକ ଖୁସି ଖବର। ଏକ ସର୍ଭେରୁ ଜଣାପଡ଼ିଛି ଯେ, ପ୍ରତ୍ୟେକ ଦିନ ଚା’ପିଉଥିବା...

ହାତରେ ଚୁଡ଼ି ପିନ୍ଧିଲେ ଦୂର ହୁଏ ଏସବୁ ରୋଗ

ବିବାହିତ ମହିଳାମାନେ ଚୁଡ଼ି ପିନ୍ଧିବା ବିଧି ରହିଛି। ଚୁଡ଼ି ପିନ୍ଧିଲେ ସ୍ବାମୀଙ୍କ ଆୟୁଷ ବଢ଼ିବା ସହିତ ଘରେ ସୁଖ ସମୃଦ୍ଧି ବୃଦ୍ଧି ହୋଇଥାଏ ବୋଲି କୁହାଯାଇଥାଏ।...

ଟ୍ରେଣ୍ଡରେ ‘ଟି ଲେଙ୍ଗ୍‌ଥ ଡ୍ରେସ୍‌’

ଯେଉଁ ଡ୍ରେସ୍‌ର ଲମ୍ବା ଆଣ୍ଠୁ ତଳକୁ, ହେଲେ ଗୋଇଠି ଉପରକୁ ରହିଥାଏ, ତାକୁ ଟି ଲେଙ୍ଗ୍‌ଥ ଡ୍ରେସ୍‌ କୁହାଯାଏ। ଏହି ଡ୍ରେସ୍‌କୁ ପିନ୍ଧିଲେ କମ୍ଫଟେବଲ ଲାଗିବା...

ଆପଣଙ୍କର ଏହି ୧୦ ଅଭ୍ୟାସ ଅଛି କି? ଯୁବାବସ୍ଥାରେ ବୃଦ୍ଧ ପରି ଆସିବେ ନଜର, ତୁରନ୍ତ କରନ୍ତୁ ଉପଚାର

ବୟସ ବଢ଼ିବା ସହ ବାର୍ଦ୍ଧକ୍ୟ ଆସିବା ସ୍ବାଭାବିକ କଥା। ହେଲେ ବହୁତ ଲୋକ ଏଭଳି ଅଛନ୍ତି ଯେଉଁମାନେ କମ୍‌ ବୟସରେ ବୟସାଧିକ ଭଳି ନଜର ଆସନ୍ତି।...

ଅଜବ ଖାଦ୍ୟାଭ୍ୟାସ

ଶରୀର ପାଇଁ ଖାଦ୍ୟର ଆବଶ୍ୟକତା ଆଉ ସୁସ୍ଥ ଶରୀର ଲାଗି ସୁଷମ ଖାଦ୍ୟ। କିନ୍ତୁ ଏମିତି କିଛି ଲୋକ ଅଛନ୍ତି, ଯେଉଁମାନେ ବଞ୍ଚତ୍ବା ପାଇଁ ସୁଷମ...

ଭାଗ୍ୟରୁ ଧନୀ ହୋଇଥାନ୍ତି ଏହି ୩ ରାଶିର ବ୍ୟକ୍ତି; ଯାହା ଚାହାନ୍ତି ତାହା ପାଆନ୍ତି…

କୁହାଯାଏ, ଯାହାର ଭାଗ୍ୟ ଭଲ ସେ କମ୍‌ ପରିଶ୍ରମରେ ସଫଳତା ପ୍ରାପ୍ତ କରିଥାଏ। ଯାହାର ଖରାପ ତାକୁ ଅଧିକ ପରିଶ୍ରମ କରିବାକୁ ପଡ଼ିଥାଏ। ଜ୍ୟୋତିଷଶାସ୍ତ୍ରରେ ଏଭଳି...

ହୃଦ୍‌ରୋଗ

”ଶରୀରରେ ଚର୍ବି ଜମିଲେ ଓଜନ ବଢ଼େ । ଓଜନ ବଢ଼ିଲେ ଜାତ ହୁଏ ପୃଥୁଳତା ବା ମେଦବହୁଳତା। ଚର୍ବି ଉପାଦାନ ରକ୍ତନଳୀ ଭିତରେ ଜମିଯାଇ ରକ୍ତନଳୀର...

୫ ଜିନିଷ ଯୋଗୁ ମସ୍ତିଷ୍କ ହୁଏ ବିକଶିତ

ଶରୀର ସହ ମସ୍ତିଷ୍କ ମଧ୍ୟ ସୁସ୍ଥ ରହିବା ନିହାତି ଜରୁରୀ। ତେବେ ଏହାର ବିକାଶ ଲାଗି ୫ ଜିନିଷ ସବୁଠୁ ଦରକାରୀ ହୋଇଥାଏ। ଜାଣନ୍ତୁ ସେ...

Advertisement
Archives

Model This Week