ନୂଆ ଘର ପାଇଁ ବାସ୍ତୁ

ବାସ୍ତୁଶାସ୍ତ୍ର ଅନୁସାରେ ଘରଟିଏ ତୋଳିଲେ ଘରେ ସକାରାତ୍ମକ ଊର୍ଜା ଉତ୍ପନ୍ନ ହୋଇ ପରିବାରରେ ସୁଖଶାନ୍ତି ବଢିବା ସହ ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଆସିଥାଏ ବୋଲି ବିଶ୍ୱାସ ରହିଛି। ତେବେ ନୂଆ ଘର ପାଇଁ କ’ଣ ସବୁ ଜରୁରୀ ବାସ୍ତୁ ଟିପ୍ସ ରହିଛି ଜାଣନ୍ତୁ ସେ ସମ୍ପର୍କରେ…

* ନୂଆ ଘରର ମୁଖ୍ୟ ପ୍ରବେଶ ଦ୍ୱାର ଉତ୍ତର କିମ୍ବା ପୂର୍ବ ଦିଗ ଅଥବା ଉତ୍ତର-ପୂର୍ବ ଦିଗରେ ରହିଲେ ଘରେ ସୁଖଶାନ୍ତି ବଢିଥାଏ ବୋଲି ବିଶ୍ୱାସ କରାଯାଏ।

* ଘରକୁ ଆସୁଥିବା ଅତିଥି ପ୍ରଥମେ ଲିଭିଂ ରୁମ୍‌ରେ ହିଁ ଆସି ବସିଥାନ୍ତି। ଏହି ରୁମ୍‌ର ସାଜସଜ୍ଜା ତାଙ୍କ ମନ ଭିତରେ ଏକ ଗଭୀର ଛାପ ଛାଡିଥାଏ। ସେଥିପାଇଁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ଲିଭିଂ ରୁମ୍‌ ପୂର୍ବ କିମ୍ବା ଉତ୍ତର ଦିଗ ଅଥବା ଉତ୍ତର-ପୂର୍ବ ଦିଗରେ ରହିଲେ ଶୁଭ ହୋଇଥାଏ। ଅନ୍ୟପକ୍ଷେ ଏହି ରୁମ୍‌ରେ ପଡିଥିବା ଫର୍ନିଚର ପଶ୍ଚିମ ଅଥବା ଦକ୍ଷିଣ-ପଶ୍ଚିମ ଦିଗରେ ରହିଲେ ଶୁଭ।

* କିନ୍ତୁ ଶୟନ କକ୍ଷ ଦକ୍ଷିଣ-ପଶ୍ଚିମ କୋଣରେ ରହିଲେ ଭଲ। କାରଣ ଶୟନ କକ୍ଷ ଉତ୍ତର-ପୂର୍ବ ଦିଗରେ ରହିଲେ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିଥାଏ ଏବଂ ଦକ୍ଷିଣ-ପୂର୍ବ ଦିଗରେ ରହିଲେ ଦମ୍ପତିଙ୍କ ମଧ୍ୟରେ ଝଗଡା ଲାଗିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।

* ସେହିପରି ରୋଷେଇ ଘର ଦକ୍ଷିଣ-ପୂର୍ବ ଦିଗରେ ରହିଲେ ଉତ୍ତମ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଗ୍ରହଣରେ ସତର୍କତା ଅବଲମ୍ବନ କରନ୍ତୁ ଗର୍ଭବତୀ ମହିଳା, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଚିଳିତ ବର୍ଷର ଏହା ହେଉଛି ଶେଷ ସୂର୍ଯ୍ୟପରାଗ। ପ୍ରଥମ ସୂର୍ଯ୍ୟଗ୍ରହଣ ଏପ୍ରିଲ ୩୦ରେ ହୋଇଥିଲା। ଧାର୍ମିକ ଦୃଷ୍ଟିକୋଣରୁ କେତେକ କ୍ଷେତ୍ରରେ ସୂର୍ଯ୍ୟଗ୍ରହଣକୁ...

ଏହି ୫ ଜଣଙ୍କ ସହ ବାଣ୍ଟନ୍ତୁ ନାହିଁ ବ୍ୟବସାୟ ସହ ଜଡ଼ିତ କଥା, ଜାଣନ୍ତୁ ଏପରି କାହିଁକି କହିଲେ ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ବ୍ୟବସାୟ ସହ ଜଡିତ ଅଧିକାଂଶ କଥା ଅନ୍ୟକୁ କହିବା ଉଚିତ ନୁହେଁ। କାରଣ ଏହା କରିବା ଦ୍ୱାରା ବ୍ୟବସାୟରେ ବ୍ୟାପକ କ୍ଷତି...

ନେମ୍‌ପ୍ଲେଟ୍‌କୁ ନେଇ ବାସ୍ତୁ

ନେମ୍‌ପ୍ଲେଟ୍‌ ଘରକୁ ଚିହ୍ନାଇବାରେ ସାହାଯ୍ୟ କରିବା ସହିତ ଘରର ସୌନ୍ଦର୍ଯ୍ୟକୁ ବି ବଢାଇଥାଏ। ଘର ମଧ୍ୟକୁ ପ୍ରବେଶ କରିବା ପୂର୍ବରୁ ସମସ୍ତଙ୍କର ପ୍ରଥମ ନଜର ଏହା...

ଉଜ୍ଜ୍ୱଳ ତ୍ୱଚା ଲାଗି ପାଣିରେ ମିଶାଇ ପିଅନ୍ତୁ ଏସବୁ ଜିନିଷ

ବର୍ତ୍ତମାନ ଜୀବନଶୈଳୀ ଓ ଖାଦ୍ୟପେୟ ଅନେକ ସମସ୍ୟା ସୃଷ୍ଟି କରୁଛି। ସେଥିମଧ୍ୟରୁ ମୁହଁରେ ଦାଗ ଅନ୍ୟତମ। ଅନେକ ସମୟରେ ଖାଦ୍ୟପେୟଜନିତ ଅବହେଳା ଲାଗି ବ୍ରଣ ଉଠି...

ଏହି ୪ ରାଶିର ବ୍ୟକ୍ତିଙ୍କ ପାଖରେ କେବେହେଲେ ରୁହେ ନାହିଁ ଧନର ଅଭାବ, ମିଳିଥାଏ ସବୁ ସୁଖ

ସମସ୍ତେ ଜୀବନରେ ଖୁସି ରହିବାକୁ ଚାହିଁଥାନ୍ତି। ପାଖରେ ଧନସମ୍ପତ୍ତି ଥାଉ, ବିଳାସମୟ ଜୀବନ ନିର୍ବାହ କରିବାକୁ ସମସ୍ତେ ସ୍ବପ୍ନ ମଧ୍ୟ ଦେଖିଥାନ୍ତି। ହେଲେ ଅନେକ ଥର...

ଗରିବରୁ ଧନୀ ହେବେ କିପରି

ମନୁଷ୍ୟ ସର୍ବଦା ଧନୀ ହେବାକୁ ଚେଷ୍ଟା କରେ। ଏକ ସୁଖମୟ ଜୀବନ ବଞ୍ଚିବାକୁ ଚାହେଁ। ଏ ନେଇ ଅର୍ଥ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏପରି ପରିସ୍ଥିତିରେ...

ଚାକିରି-ବ୍ୟବସାୟରେ ସଫଳ ହେବାକୁ ଚାହାନ୍ତି କି? ଆପଣାନ୍ତୁ ଚାଣକ୍ୟଙ୍କ ଏହି ୪ ନୀତି…

ମନୁଷ୍ୟ ଜୀବନକୁ ସରଳ କରିବାକୁ ନେଇ ‘ଚାଣକ୍ୟ ନୀତି’ଅନେକ ପ୍ରସଙ୍ଗ ବିଷୟରେ ବର୍ଣ୍ଣନା କରାଯାଇଛି। ଏହି କାରଣରୁ ଆଜି ବି ଲୋକେ ଏହାକୁ ଅଧ୍ୟୟନ କରିବା...

ବର୍ଷାଦିନେ ଅତ୍ୟଧିକ ଗରମ କଫି କିମ୍ବା ଚା’ ପିଉଥିଲେ ମାରାତ୍ମକ ରୋଗର ଶିକାର ହୋଇପାରନ୍ତି

ବର୍ଷାଦିନେ ଅତ୍ୟଧିକ ଗରମ କଫି କିମ୍ବା ଚା’ ପିଉଛନ୍ତି କି? ତେବେ ଅନେକ ମାରାତ୍ମକ ରୋଗର ଶିକାର ହୋଇପାରନ୍ତି। ଜାଣନ୍ତୁ ଏ ସମ୍ପର୍କରେ… ଚା’କୁ ଗ୍ୟାସ୍‌ରୁ...

Advertisement
Archives

Model This Week