ରଜନୀକାନ୍ତଙ୍କୁ କପି କରି କରୁଥିଲେ ଷ୍ଟଣ୍ଟ, ହେଲେ ସାମାନ୍ୟ ଚେୟାରେ ଅଟିକିଗଲା ଗୋଡ଼; ଆଉ ତା’ ପରେ…

ସୁପରଷ୍ଟାର ରଜନୀକାନ୍ତଙ୍କ ଅନୁସରଣ କରୁଥିବା ପ୍ରଶଂସକ କେତେ ତାହା ସମସ୍ତେ ଜାଣନ୍ତି । ଅନେକ ସମୟରେ ତାଙ୍କ ପ୍ରଶଂସକ ତାଙ୍କୁ କପି କରିଥାନ୍ତି। ନିକଟରେ ଏଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଠାରେ ଜଣେ ବ୍ୟକ୍ତି ରଜନୀକାନ୍ତଙ୍କ ଷ୍ଟଣ୍ଟ କରିବାକୁ ଚେଷ୍ଟା କରୁଛନ୍ତି। କେବଳ ଏତିକି ନୁହେଁ, ବ୍ୟକ୍ତି ଜଣକ ରଜନୀକାନ୍ତଙ୍କ ପରି ଦେଖାଯବା ଏବଂ ତାଙ୍କ ଭଳି ଅଭିନୟ କରିବାକୁ ଚେଷ୍ଟା କରିଛନ୍ତି। ତେବେ ଏହି ଭିଡିଓ ଏଥିପାଇଁ ଭାଇରାଲ ହେଉଛି କାରଣ ଏପରି କରିବା କାରଣରୁ ସେ ବ୍ୟକ୍ତି ଜଣକ ହଠାତ ତଳେ ପଡ଼ି ଯାଇଛନ୍ତି। ଲୋକମାନେ ଏହା ଦେଖିବା ପରେ ହସୁଥିବା ଦେଖାଯାଇଛି।

ବ୍ୟବହାରକାରୀମାନେ ଏହି ଭିଡିଓରେ କମେଣ୍ଟ କରିଛନ୍ତି। ଏଥିରେ ଦେଖିବାକୁ ମିଳିଛି ଯେ, ଜଣେ ବ୍ୟକ୍ତି ରଜନୀକାନ୍ତଙ୍କ ପରି ପୋଷାକ ପିନ୍ଧିଛନ୍ତି। ଷ୍ଟେଜ ଉପରେ ଛିଡ଼ା ହୋଇ ଲୋକଙ୍କ ମନୋରଞ୍ଜନ କରୁଛନ୍ତି। ମାତ୍ର ଷ୍ଟଣ୍ଟ ପ୍ରଦର୍ଶନ କରିବାବେଳେ ସେ ମଞ୍ଚ ଉପରେ ପଡିଯାଇଥିଲେ । ତାଙ୍କ ଗୋଡ ଚେୟାରରେ ଅଟକି ଯାଇଥିଲା । ଏହା ପରେ ସମସ୍ତେ ତାଙ୍କୁ ବଞ୍ଚାଇବାକୁ ଦୌଡୁଛନ୍ତି। ଭିଡିଓରେ ଅନେକ ୟୁଜର୍ସ ମଜାଳିଆ କମେଣ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri