କେସିଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ଅନାସ୍ଥା ପ୍ରସ୍ତାବ ପାଇଁ ଉପଜିଲାପାଳଙ୍କ ନୋଟିସ

କେସିଙ୍ଗା,୨୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ଅଧ୍ୟକ୍ଷଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ବିଷୟରେ ଆଲୋଚନା ପାଇଁ ଓ ଅନାସ୍ଥା ପ୍ରସ୍ତାବ ଗୃହିତ କରିବା ପାଇଁ ପଞ୍ଚାୟତ ସମିତି ସଭାଗୃହରେ ସ୍ବତନ୍ତ୍ର ସମିତି ବୈଠକ ଡକାଯିବା ସଂକ୍ରାନ୍ତରେ କଳାହାଣ୍ଡି ଉପଜିଲାପାଳ କଳାହାଣ୍ଡି ଏମପି,ବିଧାୟକ, ସମସ୍ତ ସମିତି ସଭ୍ୟ ସଭ୍ୟା, ସରପଞ୍ଚଙ୍କୁ ଆସନ୍ତା ନଭେମ୍ବର ୧ ତାରିଖରେ ଅନାସ୍ଥା ପ୍ରସ୍ତାବ ପାଇଁ ଉପ ଜିଲ୍ଲାପାଳ ପ୍ରଭାବ କୁମାର ପରିଡା ନୋଟିସ ଜାରି କରିଛନ୍ତି।

ପଞ୍ଚାୟତ ସମିତି ଅନ୍ତର୍ଗତ କେସିଙ୍ଗା ପଞ୍ଚାୟତ ସମିତିର ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ବିରୋଧରେ ଗତ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ଓ ବିଚାର କରି ଅନାସ୍ଥା ପ୍ରସ୍ତାବ ଗୃହିତ କରିବା ସକାଶେ ଆଗାମୀ ନଭେମ୍ବର ମାସ ୧ ତାରିଖ ଦିନ ପୂର୍ବାହ୍ନ ୧୧.୦୦ ଘଟିକା ସମୟରେ ପଞ୍ଚାୟତ ସମିତିର ସ୍ବତନ୍ତ୍ର ଭାବେ ଆହୁତ ବୈଠକ ସମିତି ର ସଭାଗୃହ ଠାରେ ପ୍ରାକୃତ ଅଧିକାରୀ ଜୟଦେବ ଦାସ, ଓ.ପ୍ର.ସେ (ଏସ୍.ବି) ଅତିରିକ୍ତ ଉପ-ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଓଡିଶା ପାଞ୍ଚାୟତ ସମିତି ଆଇନ ୧୯୫୯ ର ଧାରା ୪୬ (ଖ) ଓ ଧାରା ୪୬ (ଖ)ର ଉପ ଧାରା (୧) ଓ (୨) ରେ ଥିବା ବ୍ୟବସ୍ଥା ଅନୁଯାୟୀ ଅନୁଷ୍ଠିତ କରିବା ପାଇଁ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri