ସହସମ୍ପାଦିକାଙ୍କ ପିତୃ ବିୟୋଗ

ଭୁବନେଶ୍ୱର,୭।୨(ବ୍ୟୁରୋ): ପାରାଦୀପ ବନ୍ଦରର ଅବସରପ୍ରାପ୍ତ କର୍ମଚାରୀ ରମେଶ ଚନ୍ଦ୍ର ଦାଶଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୬୮ ବର୍ଷ ହୋଇଥିଲା। ତାଙ୍କ ଘର ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ। ଭୁବନେଶ୍ୱର ଜାଗମରା ଅଞ୍ଚଳରେ ଭଡ଼ା ଘରେ ଶୋଇଥିବା ଅବସ୍ଥାରେ ରମେଶ ହୃଦ୍‌ଘାତର ଶିକାର ହୋଇଥିଲେ। ଅନ୍ତିମ ସମୟରେ ସ୍ତ୍ରୀ ଝରଣା ଦାଶ, ବଡ଼ଝିଅ ତଥା ‘ଧରିତ୍ରୀ’ର ସହସମ୍ପାଦିକା ରୀତୁ ଦାଶ, ସାନଝିଅ ମିତୁ ଏବଂ ପୁଅ ଦେବାଶିଷଙ୍କ ସମେତ ଅନ୍ୟ ଆତ୍ମୀୟସ୍ବଜନ ଉପସ୍ଥିତ ଥିଲେ। ସେ ଜଣେ ଅତ୍ୟନ୍ତ ମେଳାପୀ ସ୍ବଭାବର ଥିବାରୁ ତାଙ୍କ ପୈତୃକ ଗ୍ରାମ ଜଗନ୍ନାଥପୁରରେ ଶୋକର ଛାୟା ଖେଳିଯାଇଛି। ରାତିରେ ଗଁା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ଦେବାଶିଷ ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri