ଭିଜିଲାନ୍ସ ଜାଲରେ ସବ୍‌ ରେଜିଷ୍ଟାର

ନୟାଗଡ଼, ୧୩।୧୨ (ଲୋକନାଥ ମିଶ୍ର): ନୟାଗଡ଼ ସବ୍‌ ରେଜିଷ୍ଟାର ଶାଶ୍ୱତ ପଟ୍ଟନାୟକଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ କରିଛି । ଏକକାଳୀନ ୬ଟି ସ୍ଥାନରେ ଚଢାଉ ଚାଲିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି।
ସବ୍‌ରେଜିଷ୍ଟାରଙ୍କ ନୟାଗଡ଼ ଲେନ୍‌ ୪ ସ୍ଥିତ ଭଡା ଘର, କେନ୍ଦ୍ରାପଡା ତଲବାରଙ୍ଗ ସ୍ଥିତ ଘର, ନୟାଗଡ଼ ସରକାରୀ କାର୍ଯ୍ୟାଳୟ, କେନ୍ଦ୍ରାପଡା କୁଦନଗରୀ ଅନ୍ତର୍ଗତ ତାଳ ଗାଁ ପୈତୃକ ଘର, ପେଣ୍ଠସ୍ଥିତ ସମ୍ପର୍କୀୟ ଘର ଓ ଅନ୍ୟ ଏକ ସ୍ଥାନରେ ଚଢ଼ାଉ ଚାଲିଛି । ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ଚଢ଼ାଉ ଚାଲିଛି । ଏହି ଚଢ଼ାଉରେ ୮ଜଣ ଡିଏସ୍‌ପି, ୬ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

NEET ପେପର ଲିକ୍ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ରାହୁଲ, ଶିକ୍ଷାମନ୍ତ୍ରୀଙ୍କୁ କାହିଁକି….

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ଉଠାଇ ସେ…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

ନିଆରା ପ୍ରେମ… ଚତୁର୍ଥ ଥର ପାଇଁ ବର ହେଲେ ୬୫ ବର୍ଷୀୟ ବୃଦ୍ଧ, ୬୨ ବର୍ଷୀୟ ବୃଦ୍ଧାଙ୍କୁ କଲେ ବିବାହ

ପାଟନା,୧୭ା୫: କୁହାଯାଏଯେ ପ୍ରେମ ଏବଂ ସାଥିର କୌଣସି ବୟସ ନଥାଏ । ଏହି ଭାବନାର ଏକ ହୃଦୟସ୍ପର୍ଶୀ ଉଦାହରଣ ବିହାରର ଜାମୁଇ ଜିଲାରୁ ସାମ୍ନାକୁ ଆସିଛି ।…

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri