ଅନାଲୋଚିତ ଅବସ୍ଥାରେ ସୁବର୍ଣ୍ଣମଞ୍ଜରୀ

ବାରିପଦା, ୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ୧୧୧୫ ଫୁଟର ଜଳପ୍ରପାତର ସନ୍ଧାନ ମିଳିଛି। ଏହା ଦୃଷ୍ଟି ଆଢୁଆଳରେ ରହିଯାଇଥିବା ବେଳେ ମୟୂରଭଞ୍ଜ ମିରର ସଙ୍ଗଠନର ସଦସ୍ୟମାନେ ଏହି ଜଳପ୍ରପାତକୁ ଠାବ କରି ଲୋକଲୋଚନକୁ ଆଣିପାରିଛନ୍ତି। ଶିମିଳିପାଳ ଜାତୀୟ ଉଦ୍ୟାନର ବାସିପିଠା ନିକଟସ୍ଥ ସୁବର୍ଣ୍ଣମଞ୍ଜରୀଠାରୁ ପ୍ରାୟ ୫କି.ମି. ଗଭୀର ଜଙ୍ଗଲ ମଧ୍ୟରେ ଏହି ସୁବର୍ଣ୍ଣମଞ୍ଜରୀ ନାମକ ଜଳପ୍ରପାତ ରହିଛି। ଏହା ଦେଖିବାକୁ ଅତୀବ ସୁନ୍ଦର ଓ ମନଲୋଭା ହୋଇଥିବା ବେଳେ ଅନାଲୋଚିତ ଅବସ୍ଥାରେ ରହିଯାଇଛି।
ଯେ, ୨୭୫୦ ବର୍ଗଫୁଟ୍‌ ପରିମିତ ଶିମିଳିପାଳ ଜାତୀୟ ଉଦ୍ୟାନରେ ଅନେକ ଅନାବିଷ୍କୃତ ଦର୍ଶନୀୟ ସ୍ଥାନ ରହିଛି। ଏଗୁଡ଼ିକର ଠାବ କରିବା ସହ ପର୍ଯ୍ୟଟନ ଶିଳ୍ପର ବିକାଶ ନିମନ୍ତେ ଜିଲାର ଚର୍ଚ୍ଚିତ ସଙ୍ଗଠନ ମୟୂରଭଞ୍ଜ ମିରର ସର୍ବଦା କାର୍ଯ୍ୟ କରିଆସୁଛି। ସଙ୍ଗଠନର ସଦସ୍ୟମାନେ ଶିମିଳିପାଳ ଜାତୀୟ ଉଦ୍ୟାନର ଘଞ୍ଚ ଜଙ୍ଗଲ ମଧ୍ୟରେ ଅନୁଧ୍ୟାନ କରି ୧୧୧୫ ଫୁଟ୍‌ର ଜଳପ୍ରପାତକୁ ଠାବ କରିଥିଲେ। ୧୮କି.ମି. ଦୁଃସାହସିକ ଯାତ୍ରାର ଅଙ୍କାବଙ୍କା ରାସ୍ତାରେ ମୋଟ ୮.୫ କି.ମି. ପାହାଡ଼ ଚଢ଼ି ଜଳପ୍ରପାତର ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ ଏହାର ଆବିଷ୍କାର କରିଥିଲେ। ଜଳପ୍ରପାତଟି ୬ଟି ସ୍ତର ଦେଇ ପ୍ରବାହିତ ହେଉଥିବା ବେଳେ ୪ଟି ସ୍ତର ଦୃଶ୍ୟମାନ ହୋଇଛି। ଅନ୍ୟ ୨ସ୍ତର ବୃକ୍ଷଲତାର ସବୁଜ ଆବରଣ ଦେଇ ପ୍ରବାହିତ ହେଉଥିବା ସୂଚନା ଦେଇଛନ୍ତି। ତେବେ ଜଳପ୍ରପାତର ଆବିଷ୍କାର କରିବା ପରେ ଆଖପାଖ ଅଞ୍ଚଳ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଯାତ୍ରାରେ କୁମାରେଶ ନାୟକ, ଜୟପ୍ରକାଶ ସିଂହ, ସନତ ବାରିକ, ରଞ୍ଜିତ ପଲେଇ, ଲୋକେଶ୍ୱର ଭଞ୍ଜ, ବିଶ୍ୱଜିତ୍‌ ମାରାଣ୍ଡି ଓ ସୁବର୍ଣ୍ଣମଞ୍ଜରୀ ଗ୍ରାମର କୈଳାସ ସିଂ ପ୍ରମୁଖ ସାମିଲ ଥିଲେ। ଗମନାଗମନ ସହିତ ପର୍ଯ୍ୟଟନସ୍ଥଳର ବିକାଶ କରାଗଲେ ଅନେକ ପର୍ଯ୍ୟଟକଙ୍କ ଭିଡ଼ ପରିଲକ୍ଷିତ ହୋଇପାରନ୍ତା ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri