ସୁବର୍ଣ୍ଣପୁର ଓଡ଼ିଆ ଭାଷା, ଲିପିର ଅନ୍ତୁଡ଼ିଶାଳ

ଓଡ଼ିଆ ଭାଷା ଓ ସଂସ୍କୃତିକୁ ସୁବର୍ଣ୍ଣପୁର ରାଜ ଦରବାରର ବହୁତ ବଡ ଅବଦାନ ରହିଛି। ଏହି ମାଟିର ଶାସକ ମହାରାଜା ବୀର ମିତ୍ରୋଦୟ ସିଂହଦେଓ ସଂସ୍କୃତ, ଓଡ଼ିଆ, ବଙ୍ଗଳା ଓ ଇଂଲିଶ ଭାଷାରେ ଲିଖିତ ଶତାଧିକ ପୁସ୍ତକ ପ୍ରକାଶନ କରି ଭାଷା ସାହିତ୍ୟକୁ ସମୃଦ୍ଧ କରିଯାଇଛନ୍ତି। ତାଙ୍କ ପୃଷ୍ଠପୋଷକତାରେ ପ୍ରଥମ କରି ୧୯୧୯ରେ କଲିକତା ବିଶ୍ୱ ବିଦ୍ୟାଳୟରେ ଓଡିଆ ଏମ.ଏ ଶ୍ରେଣୀ ଖୋଲିଥିଲା। ଓଡ଼ିଆ ଭାଷାକୁ ସେ ସର୍ବଭାରତୀୟ ସ୍ତରରେ ପରିଚିତ କରାଇ ଥିଲେ। ସେହିଭଳି ରେଭେନ୍ସା କଲେଜରେ ଇଂଲିଶ ଏମ.ଏ ଶ୍ରେଣୀ ଖୋଲି ଓଡିଶାରେ ଇଂଲିଶ ଉଚ୍ଚ ଶିକ୍ଷାର ପ୍ରସାର କରାଇପାରିଛନ୍ତି। ତେଣୁ ସୁବର୍ଣ୍ଣପୁରକୁ ଓଡ଼ିଆ ଭାଷା ଓ ଲିପିର ଅନ୍ତୁଡିଶାଳ ବୋଲି କୁହାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ବ୍ୟକ୍ତିଙ୍କୁ ବିଶିଷ୍ଟ କରାଇଛି ଉତ୍କଳ ବିଶ୍ୱବିଦ୍ୟାଳୟ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ବହୁ ବ୍ୟକ୍ତିଙ୍କୁ ବିଶିଷ୍ଟ କରାଇବାରେ ଉକତ୍ଳ ବିଶ୍ୱବିଦ୍ୟାଳୟର ପ୍ରମୁଖ ଭୂମିକା ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶୁକ୍ରବାର ନୂଆଦିଲ୍ଲୀରୁ ଭିଡ଼ିଓ...

ରହସ୍ୟମୟ ଆଲୋକକୁ ନେଇ ଆତଙ୍କ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଓଡ଼ିଶା ଆକାଶରେ ଗୁରୁବାର ସନ୍ଧ୍ୟାରେ ରହସ୍ୟମୟ ଆଲୋକ ଦେଖିବାକୁ ମିଳିଥିଲା। ଭଦ୍ରକ, ବାଲେଶ୍ୱର, ପାରାଦୀପ ଏବଂ ପୁରୀ ଭଳି କେତେକ ସ୍ଥାନରେ ହଠାତ୍‌ ଆକାଶରୁ...

୧୫ରୁ କମିବ ଶୀତ: ୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ୱର,୧୪-୧(ବ୍ୟୁରୋ)-ଆସନ୍ତା ୧୫ ତାରିଖରୁ ଶୀତ ହ୍ରାସ ପାଇବ। ସର୍ବନିମ୍ନ ୩ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ। ତେବେ ଆସନ୍ତା ୨୪ ଘଣ୍ଟା ଯାଏ ଅନୁଗୋଳ,...

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବିକଲା ପ୍ରଦେଶ କଂଗ୍ରେସ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହହଜନକ ମୃତ୍ୟୁ ପ୍ରସଙ୍ଗକୁ ନେଇ ପ୍ରଦେଶ କଂଗ୍ରେସ କମିଟି...

‘ବିଦ୍ରୋହୀ’ର ସ୍ପେଶାଲ ସ୍କ୍ରିନିଂ

ଭୁବନେଶ୍ୱର,୫।୪(ବ୍ୟୁରୋ):ଉନ୍ନବିଂଶ ଶତାବ୍ଦୀର ପ୍ରାରମ୍ଭରେ ଘଟିଥିବା ଓଡ଼ିଆ ଜାତିର ବୀରତ୍ୱର କାହାଣୀ ‘ପାଇକ ବିଦ୍ରୋହ’ ଓ ଏହାର ନେତୃତ୍ୱ ନେଇଥିବା ବକ୍ସି ଜଗବନ୍ଧୁଙ୍କ ଉପରେ ଆଧାରିତ ଧାରାବାହିକ...

ରନ୍ଧନ, ଇନ୍ଧନ ଚିନ୍ତା ବଢ଼ିଲା

ଭୁବନେଶ୍ୱର,୫ା୩(ବ୍ୟୁରୋ):  ୟୁକ୍ରେନ୍‌ ଉପରେ ରୁଷିଆ ୧୦ ଦିନ ହେବ ଜୋରଦାର ଯୁଦ୍ଧ ଚଳାଇଛି। ଏହାର ପ୍ରଭାବ ଏବେ ହାଣ୍ଡିଶାଳ ଓ ଯାନବାହନ ଉପରେ ପଡ଼ିଛି। ଗତ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀ, ବିଭାଗୀୟ ସଚିବଙ୍କୁ ଦାବିପତ୍ର: କେନ୍ଦୁପତ୍ର ଲାଭ ତୋଳାଳି, ଶ୍ରମିକଙ୍କୁ ଦିଅ

ଭୁବନେଶ୍ୱର,(ବ୍ୟୁରୋ)/  ପାଟଣା (ସ୍ବ.ପ୍ର.), ୧୪ ।୧୧:  କେନ୍ଦୁଝର ଜିଲା ପାଟଣା ଥାନା ଭିତରେ ଅଭିଯୁକ୍ତ ଯୁବକଙ୍କୁ ଲାଠିରେ ନିସ୍ତୁକ ପିଟିବା ସହ ଗୋଇଠା ମାଡ଼ ମାମଲାରେ...

ଜାତୀୟ ପରେଡ୍‌ରେ ଓଡ଼ିଶା ପ୍ରଜ୍ଞାପନ ମେଢ଼ ଦ୍ୱିତୀୟ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ଆୟୋଜିତ ଜାତୀୟ ପରେଡ୍‌ରେ ମୁଖ୍ୟ ଆକର୍ଷଣ ସାଜିଥିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼। ପରେଡ୍‌ରେ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ...

Advertisement
Archives

Model This Week