କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା ଓ ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ୟ ସମ୍ପନ୍ନ ହୋଇଯାଇଛି ।
​ପୂଜକ ସନ୍ତୋଷ କୁମାର ଦାସ କଳସ ଆବାହନ ଓ ସୂର୍ଯ୍ୟପୂଜା ପୂର୍ବକ ହଳଦୀ, ସିନ୍ଦୂର ଏବଂ ନାଲି-ହଳଦିଆ ବସ୍ତ୍ର ବାନ୍ଧି ପୂଜା ମଣ୍ଡପସ୍ଥଳୀରେ ଶୁଭଖୁଣ୍ଟି ସ୍ଥାପନ କରିଥିଲେ। ଏଥିରେ କର୍ତ୍ତା ଭାବେ ପୂଜା କମିଟିର ସକ୍ରିୟ ସଦସ୍ୟ ଅଭିଳାଷ ମହାନନ୍ଦିଆ ଦାୟିତ୍ୱ ତୁଲାଇଥିଲେ।

ସୂଚନାଯୋଗ୍ୟ ଯେ, ଜଗନ୍ନାଥ କଲୋନିରେ ଦୀର୍ଘ ୧୦ ବର୍ଷ ଧରି ଗଣେଶ ପୂଜା ମହାଆଡ଼ମ୍ବରରେ ଅନୁଷ୍ଠିତ ହୋଇଆସୁଛି । ଚଳିତ ବର୍ଷ ମଧ୍ୟ ବିଘ୍ନବିନାଶକଙ୍କ ପୂଜା ବେଶ୍ ଧୁମଧାମରେ ପାଳନ କରାଯିବ ବୋଲି ପୂଜା କମିଟିର ସଭାପତି ରାଜକୁମାର ତୁରୁକୁ ପ୍ରକାଶ କରିଛନ୍ତି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭସାଣି ଉତ୍ସବରେ ପଶ୍ଚିମ ଓଡ଼ିଶାର ପାରମ୍ପରିକ ବାଜା ମୁଖ୍ୟ ଆକର୍ଷଣ ସାଜିବ ବୋଲି କମିଟି ପକ୍ଷରୁ କୁହାଯାଇଛି।
​ଏହି ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ୟକ୍ରମରେ ଦେବେନ୍ଦ୍ର କରକରିଆ, ଫୁଲକମ ବେନିଆ, ଅଭିଳାଷ ମହାନନ୍ଦିଆ, ରାଜକୁମାର ତୁରୁକୁଙ୍କ ସମେତ ପୂଜା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri