ଠାକୁରାଣୀ ଯାତ୍ରା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଭଞ୍ଜନଗର,୫।୫(ଡି.ଏନ.ଏ): ଭଞ୍ଜନଗର ବ୍ଲକ ମୁଜାଗଡ଼ ଠାକୁରାଣୀ ଯାତ୍ରା ପାଇଁ ବୁଧବାର ଶୁଭଖୁଣ୍ଟି ସ୍ଥାପନ ହୋଇଛି। ଏହି ଅବସରରେ ଗ୍ରାମରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ପାରମ୍ପାରିକ ରିତିନୀତିରେ ପରେ ପୂଜାର୍ଚ୍ଚନା ପରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଥିଲା। ଗ୍ରାମବାସୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri