Posted inରାଜ୍ୟ

ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର ୪/୧: ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସର୍ଭେ ଅବଧି ଡିସେମ୍ବର ୩୦ ପରିବର୍ତ୍ତେ ଜାନୁଆରୀ ୧୫କୁ ବଢ଼ିଛି। ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକାଥରେ ୨ଟି କିସ୍ତି ମିଳିବ।

ଜମି ୫ ଏକର ଅଛି ନା ନାହିଁ ତାହାର ସର୍ଭେ ଜାନୁଆରୀ ୧୫ରେ ସରିବ, ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ କଲା ଯାଏଁ ପଞ୍ଜୀକରଣ ଜାରି ରହିବ। ତେବେ ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ପ୍ରଥମ କିସ୍ତି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri