Posted inରାଜ୍ୟ

ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର ୪/୧: ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସର୍ଭେ ଅବଧି ଡିସେମ୍ବର ୩୦ ପରିବର୍ତ୍ତେ ଜାନୁଆରୀ ୧୫କୁ ବଢ଼ିଛି। ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକାଥରେ ୨ଟି କିସ୍ତି ମିଳିବ।

ଜମି ୫ ଏକର ଅଛି ନା ନାହିଁ ତାହାର ସର୍ଭେ ଜାନୁଆରୀ ୧୫ରେ ସରିବ, ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ କଲା ଯାଏଁ ପଞ୍ଜୀକରଣ ଜାରି ରହିବ। ତେବେ ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ପ୍ରଥମ କିସ୍ତି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri