ବଡ଼ ଘୋଷଣା, ଏଣିକି ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ, ଜାଣନ୍ତୁ କେତେ…

ଭୁବନେଶ୍ୱର,୧୮।୯: ସୁଭଦ୍ରା ହତିଧିକାରୀଙ୍କ ପାଇଁ ବଡ଼ ଘୋଷଣା। ଏଣିକି ୬୦ବର୍ଷ ପରେ ମିଳିବ ପେନସନ। ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚିଠି ଲେଖିଛି ସାମାଜିକ ସୁରକ୍ଷା ବିଭାଗ।

ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ। ମଧୁ ବାବୁ ପେନସନ ଯୋଜନା (ଏମବିପିୱାଇ) ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନଏସଏପି)ରେ ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ସରକାରଙ୍କ ପକ୍ଷରୁ ଚିଠି କରାଯାଇଛି। ୬୦ ବର୍ଷ ବୟସ ପରେ MBPY/NSAP ଅଧୀନରେ ସାମାଜିକ ସୁରକ୍ଷା ପେନସନ ପାଇଁ ଯୋଗ୍ୟ ହୋଇପାରିବେ। ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀ ସିଧାସଳଖ MBPY/NSAPରେ ଆସିବେ ନାହିଁ । ସେମାନେ ୬୦ ବର୍ଷ ପରେ ଆବେଦନ କରିବାକୁ ପଡ଼ିବ। ପ୍ରଥମେ ଅଧିକ ବୟସ୍କ, ଦୁର୍ବଳ ଓ ଅପେକ୍ଷା ତାଲିକାରେ ଥିବା ଲୋକଙ୍କୁ ପ୍ରାଥମିକତା ମିଳିବ । ୬୦ ବର୍ଷ ବୟସ ପାଇଁ ସୁଭଦ୍ରାରୁ ୯୩ ହଜାର ହିତାଧିକାରୀ ବାଦ୍ ପଡ଼ିଛନ୍ତି ।

Subhadra beneficiaries above 60 years of age will get pension

 


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri