ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ମହିଳା। ତାଲିକାରେ ଯୋଡ଼ିହେବେ ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ।

୧ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ ଜଣ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୫ ହଜାର କୋଟିରୁ ଊଦ୍ଧର୍‌ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ। ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ମଧ୍ୟ ଏଥର ସୁଭଦ୍ରା ଟଙ୍କା ପାଇବେ। ପୁରୀର ତାଳବଣିଆ ଠାରେ ଏକ ବିଶାଳ କାର୍ଯ୍ୟକ୍ରମ ଆୟୋଜନ ହେବ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସମସ୍ତ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୨ ଲକ୍ଷ ୧୩ ହଜାର ୧୯୮ ଜଣ ନୂଆ ହିତାଧିକାରୀ  ସୁଭଦ୍ରା ଟଙ୍କା ପାଇବେ। ସୁଭଦ୍ରା ହିତାଧିକାରୀଙ୍କ ତାଲିକା ବଦଳିବା ଏକ ନିରନ୍ତର ପ୍ରକ୍ରିୟା। ଯେଉଁମାନଙ୍କୁ ୨୧ ବର୍ଷ ହେବ ସେମାନେ ଉକ୍ତ ଯୋଜନାରେ ସାମିଲ ହେବେ। ୬୦ ଟପିଲେ ପେନ୍‌ସନ ଲିଷ୍ଟକୁ ଯିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri