କେବଳ ଜନ ସେବା, ମୋ ସେବା କେନ୍ଦ୍ରରେ ହୋଇପାରିବ ଆବେଦନ

ଭୁବନେଶ୍ୱର,୪।୯: ଓଡ଼ିଶା ସରକାରଙ୍କ ମେଗା ସ୍କିମ ସୁଭଦ୍ରା ଯୋଜନାରେ ଆବେଦନ ପାଇଁ ରାଜ୍ୟର ବିଭିନ୍ନ ଜନସେବା କେନ୍ଦ୍ର ମାନଙ୍କରେ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଯୁବତୀଙ୍କଠାରୁ ମହିଳାମାନେ ସେମାନଙ୍କ ଅଞ୍ଚଳରେ ଥିବା ଜନସେବା କେନ୍ଦ୍ରରେ ଲମ୍ବା ଲାଇନ୍ ଲଗାଉଛନ୍ତି। ଏହାରି ମଧ୍ୟରେ ଜନସେବା କେନ୍ଦ୍ର କାର୍ଯ୍ୟକାରୀ ମୁଖ୍ୟ ବଡ଼ ସୂଚନା ଦେଇଛନ୍ତି।

ଦିନକୁ ଦିନ ସୁଭଦ୍ରା ଯୋଜନାରେ ଆବେଦନକୁ ଲାଗି ‘ସୁଭଦ୍ରା’ ଫର୍ମକୁ ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଜନସେବା କେନ୍ଦ୍ର କାର୍ଯ୍ୟକାରୀ ମୁଖ୍ୟ। ସେ କହିଛନ୍ତି ଯେ, ”ଘରେ ରହି ଅନଲାଇନରେ ‘ସୁଭଦ୍ରା’ ଆବେଦନ କରିପାରିବେ ନାହିଁ। କେବଳ ଜନ ସେବା, ମୋ ସେବା କେନ୍ଦ୍ରରେ ଆବେଦନ ହୋଇପାରିବ।

ବୁଧବାର ସନ୍ଧ୍ୟାରୁ ଆବେଦନ ଲାଗି ପୋର୍ଟାଲ ଖୋଲିବ, ତେଣୁ ଲୋକମାନେ ଆଅଗରୁ କେନ୍ଦ୍ରରେ ଭିଡ଼ ନ ଲଗାଇବାକୁ ସେ କହିଛନ୍ତି। ଏହା ବ୍ୟତୀତ ଆବେଦନ ପାଇଁ କୌଣସି ଶେଷ ତାରିଖ ଘୋଷଣା ହୋଇନାହିଁ। ଶେଷ ଆବେଦନକାରୀ ଥିବା ଯାଏଁ ଫର୍ମ ସଂଗ୍ରହ ଜାରି ରହିବ।

ଲୋକମାନେ ଜନସେବା କେନ୍ଦ୍ର ସହ ଅଙ୍ଗନବାଡି କର୍ମୀଙ୍କ ପାଖରୁ ଫର୍ମ ନେଇ ଆବେଦନ କରିପାରିବେ। ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ସ୍ବତନ୍ତ୍ର କ୍ୟାମ୍ପରେ ଫର୍ମ ଗ୍ରହଣ ବ୍ୟବସ୍ଥା କରାଯାଉଛି। ଏଥିପାଇଁ କେବଳ ଆଧାର କାର୍ଡ ସହିତ ଲିଙ୍କ ହୋଇଥିବା ମୋବାଇଲ, ଆଙ୍ଗୁଠି ଛାପ, ମୁହଁ କିମ୍ବା ଆଖି ଡୋଳା ଦ୍ବାରା ଅଥେଣ୍ଟିକେସନ ଆବଶ୍ୟକ। ତେବେ ଲୋକମାନେ ଆଧାର ଅପଡେଟ୍‌ କରାଇବାକୁ ଜନସେବା କେନ୍ଦ୍ରରେ ଭିଡ଼ ନ ଜମାଇବାକୁ ସେ କହିଛନ୍ତି।”


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri