କେବଳ ଜନ ସେବା, ମୋ ସେବା କେନ୍ଦ୍ରରେ ହୋଇପାରିବ ଆବେଦନ

ଭୁବନେଶ୍ୱର,୪।୯: ଓଡ଼ିଶା ସରକାରଙ୍କ ମେଗା ସ୍କିମ ସୁଭଦ୍ରା ଯୋଜନାରେ ଆବେଦନ ପାଇଁ ରାଜ୍ୟର ବିଭିନ୍ନ ଜନସେବା କେନ୍ଦ୍ର ମାନଙ୍କରେ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଯୁବତୀଙ୍କଠାରୁ ମହିଳାମାନେ ସେମାନଙ୍କ ଅଞ୍ଚଳରେ ଥିବା ଜନସେବା କେନ୍ଦ୍ରରେ ଲମ୍ବା ଲାଇନ୍ ଲଗାଉଛନ୍ତି। ଏହାରି ମଧ୍ୟରେ ଜନସେବା କେନ୍ଦ୍ର କାର୍ଯ୍ୟକାରୀ ମୁଖ୍ୟ ବଡ଼ ସୂଚନା ଦେଇଛନ୍ତି।

ଦିନକୁ ଦିନ ସୁଭଦ୍ରା ଯୋଜନାରେ ଆବେଦନକୁ ଲାଗି ‘ସୁଭଦ୍ରା’ ଫର୍ମକୁ ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଜନସେବା କେନ୍ଦ୍ର କାର୍ଯ୍ୟକାରୀ ମୁଖ୍ୟ। ସେ କହିଛନ୍ତି ଯେ, ”ଘରେ ରହି ଅନଲାଇନରେ ‘ସୁଭଦ୍ରା’ ଆବେଦନ କରିପାରିବେ ନାହିଁ। କେବଳ ଜନ ସେବା, ମୋ ସେବା କେନ୍ଦ୍ରରେ ଆବେଦନ ହୋଇପାରିବ।

ବୁଧବାର ସନ୍ଧ୍ୟାରୁ ଆବେଦନ ଲାଗି ପୋର୍ଟାଲ ଖୋଲିବ, ତେଣୁ ଲୋକମାନେ ଆଅଗରୁ କେନ୍ଦ୍ରରେ ଭିଡ଼ ନ ଲଗାଇବାକୁ ସେ କହିଛନ୍ତି। ଏହା ବ୍ୟତୀତ ଆବେଦନ ପାଇଁ କୌଣସି ଶେଷ ତାରିଖ ଘୋଷଣା ହୋଇନାହିଁ। ଶେଷ ଆବେଦନକାରୀ ଥିବା ଯାଏଁ ଫର୍ମ ସଂଗ୍ରହ ଜାରି ରହିବ।

ଲୋକମାନେ ଜନସେବା କେନ୍ଦ୍ର ସହ ଅଙ୍ଗନବାଡି କର୍ମୀଙ୍କ ପାଖରୁ ଫର୍ମ ନେଇ ଆବେଦନ କରିପାରିବେ। ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ସ୍ବତନ୍ତ୍ର କ୍ୟାମ୍ପରେ ଫର୍ମ ଗ୍ରହଣ ବ୍ୟବସ୍ଥା କରାଯାଉଛି। ଏଥିପାଇଁ କେବଳ ଆଧାର କାର୍ଡ ସହିତ ଲିଙ୍କ ହୋଇଥିବା ମୋବାଇଲ, ଆଙ୍ଗୁଠି ଛାପ, ମୁହଁ କିମ୍ବା ଆଖି ଡୋଳା ଦ୍ବାରା ଅଥେଣ୍ଟିକେସନ ଆବଶ୍ୟକ। ତେବେ ଲୋକମାନେ ଆଧାର ଅପଡେଟ୍‌ କରାଇବାକୁ ଜନସେବା କେନ୍ଦ୍ରରେ ଭିଡ଼ ନ ଜମାଇବାକୁ ସେ କହିଛନ୍ତି।”


Enter your email to get our daily news in your inbox.

All Right Reserved By Dharitri.Com

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri