ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୬ା୩: ଗୁରୁବାର ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ଆଜି ୨ ଲକ୍ଷ ୩୦ ହଜାରରୁ ଊଦ୍ଧର୍‌ବ ମହିଳାଙ୍କୁ ଉକ୍ତ ଟଙ୍କା ଆସିଛି।
ଏଥିସହିତ ୮ ତାରିଖରେ ଗୋଟିଏ ପର୍ଯ୍ୟାୟରେ ସମସ୍ତଙ୍କୁ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା ଆସିବ। ଗୋଟିଏ ଦିନରେ ୫ ହଜାର କୋଟି ଟଙ୍କା ସରକାର ପ୍ରଦାନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ବ୍ରହ୍ମପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୨ୟ କିସ୍ତି ଟଙ୍କା ପ୍ରଦାନ କରାଯିବ।

ଗୁରୁବାର ପଞ୍ଚମ ପର୍ଯ୍ୟାୟରେ ପ୍ରାୟ ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ପ୍ରଦାନ କରାଯିବ। ଉକ୍ତଦିନ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପିବ। ସର୍ଭେ ପରେ ଅବଶିଷ୍ଟ ହିତାଧିକାରୀଙ୍କୁ ଆସନ୍ତା ରାଖୀ ପୂର୍ଣ୍ଣିମାରେ ଏକ ସଙ୍ଗେ ୩ଟି କିସ୍ତି ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି, ସୁଭଦ୍ରା ଯୋଜନାରୁ ଯେପରି କୌଣସି ଯୋଗ୍ୟ ହିତାଧିକାରୀ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଘର ଘର ବୁଲି ହିତାଧିକାରୀଙ୍କୁ ଚିହ୍ନଟ କରାଯିବ। ମାର୍ଚ୍ଚ ୩୧ ତାରିଖରେ ଆବେଦନ ପ୍ରକ୍ରିୟାକୁ ବନ୍ଦ ରଖି ସର୍ଭେ କରିବା ପାଇଁ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଅଧିକାରୀମାନେ ଦ୍ୱାରକୁ ଦ୍ୱାର ଯାଇ ୱାନ ଟୁ ୱାନ ସର୍ଭେ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?