କାଲି ଆସିବ ସୁଭଦ୍ରା ଟଙ୍କା: ସରକାରଙ୍କ ଲିଷ୍ଟରୁ ବାଦ୍‌ ପଡ଼ିଛି ଏମାନଙ୍କ ନାଁ, ଟଙ୍କାଟିଏ ବି…

ଭୁବନେଶ୍ୱର,୭।୨:  ଆସନ୍ତାକାଲି ଅର୍ଥାତ ଶନିବାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ଯାଜପୁରରେ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳାଙ୍କୁ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରିବେ । ଏହି ପର୍ଯ୍ୟାୟରେ ୧୮ ଲକ୍ଷରୁ ଅଧିକ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ ।ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଥିଲେ ଯେ, ମହିଳାମାନଙ୍କୁ ଆସନ୍ତା ମାର୍ଚ୍ଚ ୮ରେ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି ଟଙ୍କା ମିଳିବ।

ତେବେ ପ୍ରଭାତି ପରିଡା କହିଥିଲେ, ବାକିଥିବା ଇ-କେୱାଇସି ଆଉ NPCIରୁ ପାଖାପାଖି ୨୫ ପ୍ରତିଶତ କ୍ଳିଅର ହୋଇଛି । ଆହୁରି ଅଢେଇ ଲକ୍ଷ ଏନପିସିଆଇ ଏବଂ ଇ-କେୱାଇସି କରିବାକୁ ବାକି ଅଛି । ତେବେ ଏହି ମାନଙ୍କୁ ସରକାର ଲିଷ୍ଟରୁ କାଟି ଦେଇଛନ୍ତି।

ବ୍ୟାଙ୍କ ଯାଇ ବାୟୋମେଟ୍ରିକ୍‌ ସହ NPCI କରିବାକୁ ଆବେଦନକାରୀଙ୍କୁ ଅପିଲ କରିଥିଲେ ପ୍ରଭାତୀ ପରିଡା । କାରଣ NPCI କ୍ଲିୟର ହୋଇନଥିଲେ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ପଠା ଯାଇପାରିବ ନାହିଁ ।

ବେ ଯେଉଁମାନେ NPCI କ୍ଲିୟର କରିନାହାନ୍ତି ଏବଂ ସେମାନଙ୍କୁ ବ୍ୟାଙ୍କରୁ ଫୋନ ଆସୁଛି ସେମାନେ ୮ ତାରିଖ ପୂର୍ବରୁ ବ୍ୟାଙ୍କକୁ ଯାଇ କରାଇ ନେବାକୁ ଉପମୁଖ୍ୟମନ୍ତ୍ରୀ ଅପିଲ କରିଥିଲେ । NPCI କ୍ଲିୟର ନହେଲେ ଟଙ୍କା ଆକାଉଣ୍ଟକୁ ଆସିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri