କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

୧ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ ଜଣ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୫ ହଜାର କୋଟିରୁ ଊଦ୍ଧର୍‌ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ। ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ମଧ୍ୟ ଏଥର ସୁଭଦ୍ରା ଟଙ୍କା ପାଇବେ। ପୁରୀର ତାଳବଣିଆ ଠାରେ ଏକ ବିଶାଳ କାର୍ଯ୍ୟକ୍ରମ ଆୟୋଜନ ହେବ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସମସ୍ତ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୨ ଲକ୍ଷ ୧୩ ହଜାର ୧୯୮ ଜଣ ନୂଆ ହିତାଧିକାରୀ  ସୁଭଦ୍ରା ଟଙ୍କା ପାଇବେ। ସୁଭଦ୍ରା ହିତାଧିକାରୀଙ୍କ ତାଲିକା ବଦଳିବା ଏକ ନିରନ୍ତର ପ୍ରକ୍ରିୟା। ଯେଉଁମାନଙ୍କୁ ୨୧ ବର୍ଷ ହେବ ସେମାନେ ଉକ୍ତ ଯୋଜନାରେ ସାମିଲ ହେବେ। ୬୦ ଟପିଲେ ପେନ୍‌ସନ ଲିଷ୍ଟକୁ ଯିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧସିଲା ରାସ୍ତା: ଗାଡ଼ି ଚଳାଚଳ ବନ୍ଦ, ବଢ଼ିଲା ଲୋକଙ୍କ ଦୁଃଖ

ମୋହନା,୨୯ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବଶର ପ୍ରକୋପରେ ଗତ ଦୁଇଦିନ ତୁହାକୁ ତୁହା ଲଗାଣ ବର୍ଷାଦ୍ୱାରା ମୋହନା ଅଞ୍ଚଳରେ ଜଳମଗ୍ନ ଦେଖିବାକୁ ମିଳିଛି। ବୁଧବାର ମଧ୍ୟରାତ୍ରିଠାରୁ ବର୍ଷା କମିବା ଦ୍ବାରା…

ଅର୍ଣ୍ଣବ ପ୍ରଭାବ: ଗାଁରେ ପଶିଲା ପାଣି, ଯୋଗାଯୋଗ ବିଚ୍ଛିନ୍ନ

ପୁରୁଷୋତ୍ତମପୁର,୨୯ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ ଅଞ୍ଚଳରେ ଲଗାଣ ବର୍ଷା ଜନଜୀବନକୁ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ କରିଦେଇଛି। ଗତ ୩ ଦିନ ହେବ କ୍ରମାଗତ ଭାବେ ଲାଗିରହିଥିବା…

ମହାବାତ୍ୟାର ୨୭ ବର୍ଷ: ଯୁବକଙ୍କ ଆଖିଆଗରେ ଭାସି ଯାଇଥିଲେ ପାଣିଖିଆ ଗାଁ ୧୨ ଜଣ, ଏବେ ବି…

ମହାକାଳପଡ଼ା, ୨୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୯୯୯ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୟଙ୍କର ମହାବାତ୍ୟାର କରାଳ ଦୃଶ୍ୟ ଏବେବି ଲୋକଙ୍କର ମନେପଡ଼େ। ଆଜିକୁ ୨୭ ବର୍ଷ ପୂର୍ବେ ସମୁଦ୍ରକୂଳିଆ…

ମହାବାତ୍ୟାକୁ ପୂରିଲା ୨୭ ବର୍ଷ: ଏବେବି ଜୀବନ୍ତ ହୋଇ ରହିଯାଇଛି ସେଦିନର କରାଳ ଦୃଶ୍ୟ

ରାଜନଗର,୨୯ା୧୦(ଭାସ୍କର ରାଉତରାୟ): ୧୯୯୯ ଅକ୍ଟୋବର ୨୯ର ମହାବାତ୍ୟା ଉପକୂଳବାସୀଙ୍କ ପାଇଁ ଦୁଃଖର ଦିନାଙ୍କ। ଏହି ଦିନର କାଳରାତ୍ରିରେ ମହାକାଳ ରଚିଥିଲା ମହାପ୍ରଳୟ। ୩୦୦ କିଲୋମିଟର ବେଗରେ ପବନ…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ଅତ୍ୟାବଶ୍ୟକ ସାମଗ୍ରୀ ସଙ୍କଟ ଆଶଙ୍କା

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଅନ୍ୟପଟେ, କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ୨୪ ଘଣ୍ଟାରେ…

ଭୁବନେଶ୍ୱର, ୨୯।୧୦: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ। ୨୪ ଘଣ୍ଟାରେ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତ…

ଦିଲ୍ଲୀ ଏସ୍‌ଆଇଆର୍‌ ମାମଲା: ନିର୍ବାଚନ ଆୟୋଗ ଫର୍ମ ୬, ୭, ୮ ବଦଳାଇପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୯ା୧୦ (ପି.ଟି.):ପୂର୍ୱରୁ ଭୋଟର ତାଲିକାରେ ଥିବା ନାଗରିକମାନଙ୍କୁ ପୁନଃ ନାମ ଦାଖଲ ପାଇଁ ନୂଆ ଭୋଟରଙ୍କ ଉଦ୍ଦେଶ୍ୟରେ ଉଦ୍ଦିଷ୍ଟ ‘ଫର୍ମ-୬’ ପୂରଣ କରିବାକୁ ବାଧ୍ୟ କରାଯାଉଥିବାରୁ…

ବାତ୍ୟା ମୁକାବିଲାର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର, ୨୯।୧୦ (ସୁନିତ୍‌ ମିଶ୍ର): ବାତ୍ୟା ଅର୍ଣ୍ଣବକୁ ନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?