ସୁଭଦ୍ରା ଅପ୍‌ଡେଟ୍‌: ଏକାବେଳକେ ମିଳିବ ୧୫ ହଜାର

ଭୁବନେଶ୍ୱର,୧୬।୩: ‘ସୁଭଦ୍ରା’ ହିତାଧୀକାରୀଙ୍କ ପାଇଁ ବଡ଼ ଖବର । ମହିଳାଙ୍କୁ ମିଳିବ ୧୫ ହଜାର ଟଙ୍କା । ତୃତୀୟ କିସ୍ତି ପାଇବେ ହିତାଧିକାରୀ । ଦୁଇଟି କିସ୍ତି ନମିଳିଥିଲେ ଏକାଥରକେ ସରକାର ଦେବେ ୩ଟି କିସ୍ତିର ଟଙ୍କା । ଚଳିତ ମାସ ୮ ତାରିଖରେ ଏକ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିସାରିଛି । ଯେଉଁମାନେ ପୂର୍ବରୁ ପ୍ରଥମ କିସ୍ତି ଟଙ୍କା ପାଇ ନ ଥିଲେ ସେମାନଙ୍କୁ ଏକାଥରକେ ଦୁଇଟି କିସ୍ତିର ଟଙ୍କା ୧୦ ହଜାର ଦେଇଛନ୍ତି ରାଜ୍ୟ ସରକାର । ଆଉ ସେହିପରି ଆଗକୁ ଯେଉଁ ଯୋଗ୍ୟ ହିତାଧୀକାରୀ ‘ସୁଭଦ୍ରା’ ଯୋଜନାରୁ ବଞ୍ଚିତ ଅଛନ୍ତି ସେମାନେ ଏକାଥରେ ୩ଟି ଯାକ କିସ୍ତି ପାଇବେ ବୋଲି ପୂର୍ବରୁ କହିସାରିଛନ୍ତି ରାଜ୍ୟ ସରକାର ।

ଆଗକୁ ରାକ୍ଷୀ ସୁଭଦ୍ରା ଟଙ୍କା ମିଳିବ । ବ୍ରହ୍ମପୁରରେ ‘ସୁଭଦ୍ରା’ ଦ୍ବିତୀୟ କିସ୍ତି ଟଙ୍କା ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହିତାଧିକାରୀଙ୍କ ଖାତାକୁ ଯାଇଛି ‘ସୁଭଦ୍ରା’ ଟଙ୍କା । କିନ୍ତୁ ତୃତୀୟ କିସ୍ତି କେଉଁଠାରୁ ଦିଆଯିବ ତା’ ଏଯାଏଁ ସ୍ପଷ୍ଟ ହୋଇନାହିଁ । ହେଲେ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି, ଯେଉଁମାନେ ଦୁଇଟି ଯାକ କିସ୍ତି ପାଇ ସାରିଛନ୍ତି ସେମାନଙ୍କୁ ସରକାର ଦେବେ ୫ ହଜାର ଏବଂ ଯେଉଁମାନେ ଆଦୌ ସୁଭଦ୍ରା ଟଙ୍କା ପାଇନାହାନ୍ତି ସେମାନଙ୍କୁ ୧୫ ହଜାର ଟଙ୍କା ଦେବେ ସରକାର ।


Enter your email to get our daily news in your inbox.

All Right Reserved By Dharitri.Com

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?