ନାରୀଶକ୍ତିକୁ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ସୁଭଦ୍ରା: ମୋଦି

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହି ଅବସରରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ ନେଇ ଉତ୍ସାହିତ ଥିବା କହିଛନ୍ତି। ’ସୁଭଦ୍ରା ଯୋଜନା’ ନାରୀ ସଶକ୍ତୀକରଣକୁ ଆଗକୁ ବଢ଼ାଇବ ଏବଂ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଉଲ୍ଲେଖ କରିଛନ୍ତି।

ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୭୪ ତମ ଜନ୍ମଦିନ ପାଳନ କରିବେ। ଏହାକୁ ନେଇ ଭାଜପା ନେତା, କର୍ମୀ ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ଉତ୍ସବର ପରିବେଶ ରହିଛି। ଲୋକ ସଭା ନିର୍ବାଚନରେ ତୃତୀୟ ଥର ପାଇଁ ବିଜୟୀ ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଗୋଟିଏ ପରେ ଗୋଟିଏ ବଡ ନିଷ୍ପତ୍ତି ନେଉଛନ୍ତି। ତାଙ୍କର ୧୦ ବର୍ଷ କାର୍ଯ୍ୟକାଳ ମଧ୍ୟରେ ଐତିହାସିକ ନିଷ୍ପତ୍ତି ମାଧ୍ୟମରେ ତାଙ୍କର ଏକ ଲମ୍ବା ଯାତ୍ରା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri