ମିଳିବନି ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା , ବଡ଼ ସୂଚନା ଦେଲେ ପ୍ରଭାତୀ ପରିଡ଼ା, ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୧୬।୧୨: ଡିସେମ୍ବରରେ ମିଳିବ ନାହିଁ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ପରେ ସୁଭଦ୍ରା ଟଙ୍କା ମିଳିବ।

ବର୍ତ୍ତମାନ ପାଇଁ ୪ର୍ଥ ପର୍ଯ୍ୟାୟ କିସ୍ତି ପ୍ରଦାନକୁ ସ୍ଥଗିତ ରଖାଯାଇଛି। ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ସ୍ଥଗିତ ରହିଛି। ସବୁ ପ୍ରକାର ଯାଞ୍ଚ ସରିଲେ, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରାଯାଇ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିଯିବ ବୋଲି ଆଶା କରାଯାଉଛି। ୪ର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପରେ କୋଟିଏରୁ ଅଧିକ ମହିଳା ସୁଭଦ୍ରା ଟଙ୍କା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ୟପଟେ, ଅଣ୍ଡର ପ୍ରୋସେସ ଦେଖାଉଥିବା ‘ସୁଭଦ୍ରା’ ହିତାଧିକାରୀଙ୍କ ପାଇଁ ଖୁସି ଖବର। ହିତାଧିକାରୀ ବଞ୍ଚିତ ଥିଲେ ପୋର୍ଟାଲରେ ଅଭିଯୋଗ କରନ୍ତୁ ବୋଲି ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍‌ ଯୋଗେ ପାନୀୟଜଳ…

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର…

୧୩ ଫେବୃଆରୀରୁ ରାଜ୍‌ କରିବେ ଏହି ୩ ରାଶି, ଗତି ପରିବର୍ତ୍ତନ କରିବେ ଗ୍ରହମାନଙ୍କର ରାଜା ସୂର୍ଯ୍ୟ

ନଅଟି ଗ୍ରହ ମଧ୍ୟରେ ସୂର୍ଯ୍ୟ ପ୍ରଥମ ସ୍ଥାନ ଅଧିକାର କରନ୍ତି ଏବଂ ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଗ୍ରହମାନଙ୍କର ରାଜା ମଧ୍ୟ ବିବେଚନା କରାଯାଏ। ଏହା ବ୍ୟତୀତ ସୂର୍ଯ୍ୟ…

ପୋଡ଼ାମାରି ବନବିଭାଗର ରାତିଅଧିଆ ଚଢାଉ, ବିପୁଳ ପରିଣାମର…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ରେଡ୍ କରି ବିପୁଳ…

ସରକାରଙ୍କୁ ଅଲ୍ଟିମେଟମ୍‌ ଦେଲେ ଶଙ୍କରାଚାର୍ଯ୍ୟ: ୪୦ ଦିନ ଭିତରେ ଏ କାମ ନ କଲେ ଘଟିବ…

ଲକ୍ଷ୍ନୌ,୩୦।୧:ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ପ୍ରୟାଗରାଜ ମାଘ ମେଳାରେ ପ୍ରଶାସନ ସହିତ ବିବାଦ ସମ୍ପର୍କରେ ଯୋଗୀ ସରକାର ଏବଂ ପ୍ରଶାସନକୁ କଡ଼ା ସମାଲୋଚନା କରିଛନ୍ତି। ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଥିଲେ,…

ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା, ମନ୍ତ୍ରୀ କହିଲେ ଦୀପାଳିଙ୍କ ମନ୍ତବ୍ୟ ଦେଖି…

ଭୁବନେଶ୍ୱର,୩୦ା୧: ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଖୁଲାସା ହେବ। ନବଙ୍କ ଝିଅ ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀ…

ରେଲଓ୍ବେ ଦେଲା ବଡ଼ ଖୁସି ଖବର: ତତ୍କାଳ ଟିକେଟ ବୁକିଂ ହେଲା ସହଜ , ଏଣିକି…

ନୂଆଦିଲ୍ଲୀ,୩୦।୧: ଭାରତୀୟ ରେଳବାଇ ତତ୍କାଳ ଟିକେଟ ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛି। ଏବେ ଯାତ୍ରୀମାନେ ଶୀଘ୍ର ଏବଂ ସହଜରେ ଟିକେଟ ପାଇପାରିବେ। ନୂତନ ନିୟମ ଅନୁଯାୟୀ,…

ସିଡିପିଓଙ୍କ କାର୍ଯ୍ୟାଳୟ ଆଗରେ ଔଷଧ ପୋଡ଼ି, ଅଧିକାରୀଙ୍କ କାର୍ଯ୍ୟଦକ୍ଷତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ

ମହାକାଳପଡ଼ା, ୩୦ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗ୍ରାମାଞ୍ଚଳରେ ବସବାସ କରୁଥିବା କିଶୋରୀ ବାଳିକାମାନଙ୍କର ଶାରୀରିକ, ମାନସିକ, ସ୍ବାସ୍ଥ୍ୟ ଅଭିବୃଦ୍ଧି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri