ସୁଭଦ୍ରା ଯୋଜନାକୁ ବର୍ଷେ ପୁରିଲା: କେକ୍‌ କାଟି ନାଚିଲେ, ଗାଇଲେ ଦାରିଙ୍ଗବାଡି ହିତାଧିକାରୀ

ଦାରିଙ୍ଗବାଡି, ୧୭।୯(ଅରୁଣ ସାହୁ):  ଭାଜପା ରାଜ୍ୟରେ ପ୍ରଥମଥର ପାଇଁ ଏକାକୀ ସରକାର ଗଠନ କରିବା ପରେ ଲୋକଙ୍କୁ ପ୍ରତିଶୃତି ଦେଇଥିବା ସୁଭଦ୍ରା ଯୋଜନାର ଆଜିର ଦିନରେ ପ୍ରଥମଥର ପାଇଁ ରାଜ୍ୟସରକାର ଙ୍କ ପକ୍ଷରୁ କାର୍ଯ୍ୟକାରୀ ହୋଇଥିଲା ଆଜି ତାହା ଏକ ବର୍ଷରେ ପଦାର୍ପଣ କରିଛି। ଭାଜପା ସରକାରଙ୍କ ବହୁ ଚର୍ଚ୍ଚିତ ସୁଭଦ୍ରା ଯୋଜନାରେ ବହୁ ମହିଳାଙ୍କୁ ସହାୟତା ରାଶି ପ୍ରଦାନ ପରେ ବିଭିନ୍ନ ବ୍ୟବସାୟୀ କରି ସ୍ୱାବଲମ୍ବୀ ହୋଇଥିବା ବେଳେ ଏକାଧିକ ମହିଳା ଏହି ସହାୟତା ରାଶି ପାଇବା ପରେ ଲକ୍ଷ୍ୟପତି ଦିଦି ଭାବେ ନାମ ଘୋଷଣା କରାଯାଇଥିଲା। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ସମ୍ମନ୍ୱିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟ ପରିସର ମଧ୍ୟରେ ସିଡିପିଓ ସଂନ୍ଧ୍ୟାରାଣୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଉତ୍ସବ ପାଳିତ ହୋଇଥିଲା। ଏଥିରେ ସୁଭଦ୍ରା ଯୋଜନାର ଉପଭୋକ୍ତାଙ୍କ ସମେତ ଅଙ୍ଗନାୱାଡି କର୍ମୀ, ସୁପରଭାଇଜର ଓ କାର୍ଯ୍ୟଳୟର କର୍ମଚାରୀ ସାମିଲ ହୋଇ ଏହାର ଏକ ବର୍ଷ ପୂର୍ତ୍ତି ଦିବସ ବା ସୁଭଦ୍ରା ଦିବସ ପାଳନ କରିଛନ୍ତି। ଏହି ଅବସରରେ ଉପଭୋକ୍ତାମାନଙ୍କୁ ସିଡିପିଓ ବିଭିନ୍ନ ପରାମର୍ଶ ଦେଇ ସରକାରଙ୍କ ସୁଭଦ୍ରା ଯୋଜନାର ଫାଇଦା ସମ୍ପର୍କରେ କହିଥିଲେ ସେହିପରି ଉପଭୋକ୍ତାମାନେ ମଧ୍ୟ ଏହି ଯୋଜନା ରେ କିଭଳି ଫାଇଦା ପାଇଛନ୍ତି ଓ ନିଜେ ପରିବାର ଚଳାଇବାରେ ସକ୍ଷମ ହୋଇଛନ୍ତି ସେ ନେଇ ନିଜ ଅନୁଭୂତି କଥା ବଖାଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ):  ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri