Posted inରାଜ୍ୟ

Subhadra Yojana: ଦ୍ୱିତୀୟ ଥର ବି ଖାତାକୁ ‘ସୁଭଦ୍ରା ଟଙ୍କା’ ନ ଆସିଲେ କ’ଣ କରିବେ ହିତାଧିକାରୀ? ଜାଣିନିଅନ୍ତୁ…

ଭୁବନେଶ୍ୱର,୮।୧୦: ବୁଧବାର ଅର୍ଥାତ ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସିବ। ଦଶହରା ସମୟ ଥିବାରୁ ଏନେଇ ମହିଳାଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ହେଲେ ପୂର୍ବଥର ଅନେକ ମହିଳା ଟଙ୍କା ଆଶା କରି ନିରାଶ ହୋଇଥିବା ଯୋଗୁ ଆଶଙ୍କାରେ ରହିଛନ୍ତି। ଏଭଳି ସ୍ଥିତିରେ ଯଦି ପୁଣି ତାଙ୍କ ଖାତାକୁ ଟଙ୍କା ନ ଆସେ, ତେବେ ସେମାନେ କ’ଣ କରିବେ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବାରମ୍ବାର ଆଶ୍ୱାସନା ଦେଉଛନ୍ତି। ହେଲେ କିଛି ମହିଳା ଦ୍ୱନ୍ଦରେ ଅଛନ୍ତି। କାରଣ ପରିବାରର କେହି କେହି ଟଙ୍କା ପାଇଥିବା ବେଳେ ଜଣେ ଜଣେ ବାଦ୍‌ ପଡ଼ିଛନ୍ତି। ଏକା ସହ ଆବେଦନ କରିଥିଲେ ହେଁ ସୁଭଦ୍ରା ଟଙ୍କା ତାଙ୍କ ଆକାଉଣ୍ଟଙ୍କୁ ଆସିନାହିଁ। ତେଣୁ ସେମାନଙ୍କୁ କାଲି ଟଙ୍କା ନ ଆସିଲେ, ପୁଣି କେବେ ମିଳିବ ତାହାକୁ ନେଇ ପ୍ରଶ୍ନ ଉଠୁଛି।

କହିବାକୁ ଚାହିଁବୁ ଯେଉଁମାନେ ଜନସେବା କେନ୍ଦ୍ରରେ ଆବେଦନ କରିବା ପରେ ଏକ ରସିଦ ପାଇଛନ୍ତି ସେମାନଙ୍କୁ ଦ୍ୱିତୀୟ ଥର ଆବେଦନ କରିବାର ଆବଶ୍ୟକତା ନାହିଁ। କାରଣ ସେମାନଙ୍କ ଆବେଦନ ବିଚାରଧୀନ ଅଛି। ଏଣୁ ଦ୍ୱିତୀୟ ଥର ରେଜିଷ୍ଟ୍ରେଶନ କରିବାର ଫାଇଦା ନାହିଁ।

ନିଜର ଆବେଦନର ଅପ୍‌ଡେଟ୍‌ ଜାଣିବା ଲାଗି ହିତାଧିକାରୀ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଅନ୍‌ଲାଇନ୍‌ ସୁଭଦ୍ରା ପୋର୍ଟାଲକୁ ଯାଇ ଫର୍ମର ସ୍ଥିତି ଦେଖିପାରିବେ। ଯଦି ଏହା ବାତିଲ ହୋଇଯାଇଥିବା ତେବେ ରିଜେକ୍ଟ ଦର୍ଶାଇବ। ନଚେତ ପରବର୍ତ୍ତୀ କିସ୍ତି ତାରିଖ ପର୍ଯ୍ୟନ୍ତ ଅପେକ୍ଷା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri