Subhadra Yojana: ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା, ଆସନ୍ତାକାଲି…

ଭୁବନେଶ୍ୱର,୨୧।୨: ଶନିବାରଠୁ ଭୁବନେଶ୍ବରରେ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ସୂଚନା ଦେଇଛନ୍ତି। ଏହି ମେଳା ଶନିବାରଠୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟବ୍ୟାପୀ ଏସଏଚ୍‌ଜି ମହିଳା ସାମିଲ ହେବେ। ଏସଏଚ୍‌ଜି ମହିଳାଙ୍କ ଦ୍ବାରା ପ୍ରସ୍ତୁତ ସାମଗ୍ରୀ ବିକ୍ରି ହେବ। ମହିଳାଙ୍କୁ ଆର୍ଥିକ କ୍ଷେତ୍ରରେ ସଶକ୍ତ କରିବାକୁ ନୂଆ ରାସ୍ତା ଦେଖାଇବ।

ସୂଚନାଯୋଗ୍ୟ, ପ୍ରଥମ ଥର ପାଇଁ ଆୟୋଜିତ ହେବ ସୁଭଦ୍ରା ମେଳା। ଏଥିରେ ପ୍ରାୟ ୩୦ଜିଲାରୁ ୭୦୦ ମହିଳା ମେଳାରେ ଯୋଗ ଦେବେ। ମେଳାରେ ୩୦୦ରୁ ଅଧିକ ଷ୍ଟଲ ରହିବ। ଶନିବାର ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?