କୁପୋଲା ମଡ୍ୟୁଲରେ ଶୁଭାଂଶୁ

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌, ୭ା୭: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ର ୭ ଝରକାବିଶିଷ୍ଚ କୁପୋଲା ମଡ୍ୟୁଲରୁ ବାୟୁସେନା ଗ୍ରୁପ୍‌ କ୍ୟାପ୍ଟେନ୍‌ ଶୁଭାଂଶୁ ଶୁକ୍ଳାଙ୍କ କିଛି ଫଟୋ ଆସିଛି।
ଭାରତ ସରକାରଙ୍କ ପକ୍ଷରୁ ରବିବାର ଏକ୍ସ’ରେ ଏହାକୁ ଶେୟାର କରାଯାଇଛି।
ଫଟୋଗୁଡ଼ିକରେ ଶୁଭାଂଶୁ କୁପୋଲା ମଡ୍ୟୁଲରୁ ପୃଥିବୀର ସୁନ୍ଦର ଦୃଶ୍ୟକୁ ଉପଭୋଗ କରୁଥିବାର ନଜରକୁ ଆସିଛନ୍ତି। ଅନ୍ୟ କିଛି ଫଟୋରେ ଶୁଭାଂଶୁ ଆଇଏସ୍‌ଏସ୍‌ ମଧ୍ୟରୁ ବାହାର ମହାକାଶ ଦୃଶ୍ୟର ଫଟୋ ନେଉଥିବାର ଦେଖାଯାଉଛନ୍ତି। ଉକ୍ତ ପୋଷ୍ଟର କ୍ୟାପ୍‌ଶନ୍‌ରେ ଲେଖା ହୋଇଛି, ମହାକାଶରୁ ପୃଥିବୀର ଅଦ୍ଭୁତ ଦୃଶ୍ୟ। ଶୁଭାଂଶୁ ଆଇଏସ୍‌ଏସ୍‌ର କୁପୋଲା ମଡ୍ୟୁଲରୁ ପୃଥିବୀର ଚମତ୍କାର ଏବଂ ମନୋରମ ଦୃଶ୍ୟକୁ ଉପଭୋଗ କରୁଛନ୍ତି। ପ୍ରକାଶ ଯେ, ପୃଥିବୀର ପରୀକ୍ଷଣ, ଡକିଂ ଏବଂ ପର୍ଯ୍ୟବେକ୍ଷଣ ପାଇଁ ମହାକାଶଚାରୀମାନେ ଆଇଏସ୍‌ଏସ୍‌ରେ ଥିବା କୁପୋଲା ମଡ୍ୟୁଲକୁ ବ୍ୟବହାର କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri