କଟକ ଅଫିସ,୭।୪: କଟକର ନବନିର୍ବାଚିତ ମେୟର ସୁବାସ ସିଂ ଶପଥ ଗ୍ରହଣ କରିଛନ୍ତି । ସିଏମ୍ସି ମେୟର ଭାବେ ସେ ଶପଥ ଗ୍ରହଣ କରିଛନ୍ତି। ଏନେଇ ଗୁରୁବାର ଶହୀଦ ଭବନରେ ଆୟୋଜିତ ଏକ ଉତ୍ସବରେ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସୁବାସଙ୍କୁ ଶପଥ ପାଠ କରାଇଛନ୍ତି ।
କଟକ ଅଫିସ,୭।୪: କଟକର ନବନିର୍ବାଚିତ ମେୟର ସୁବାସ ସିଂ ଶପଥ ଗ୍ରହଣ କରିଛନ୍ତି । ସିଏମ୍ସି ମେୟର ଭାବେ ସେ ଶପଥ ଗ୍ରହଣ କରିଛନ୍ତି। ଏନେଇ ଗୁରୁବାର ଶହୀଦ ଭବନରେ ଆୟୋଜିତ ଏକ ଉତ୍ସବରେ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସୁବାସଙ୍କୁ ଶପଥ ପାଠ କରାଇଛନ୍ତି ।
ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍ ଏବଂ ୟୁନିଫାଏଡ୍ ହେଲ୍ଥ ଇଣ୍ଟରଫେସ୍ (ୟୁଏଚ୍ଆଇ) ଲଞ୍ଚ୍ କରିଛନ୍ତି। କୋଭିଡ୍ ସମୟରୁ ଆରମ୍ଭ…
ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍-୩୨ ମ୍ୟାଚ୍ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍ ଇତିହାସରେ…
ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…
ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…
ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍,…
ଇସ୍ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…
ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…
ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…