ମଦଭାଟି ସ୍ଥାନାନ୍ତର ନେଇ ଦାବିପତ୍ର ପ୍ରଦାନ

କେନ୍ଦୁଝର,୨୬।୧୧(ସ୍ବ.ପ୍ର): ଯୋଡ଼ା ବ୍ଳକ ଭଦ୍ରସାହି ପଞ୍ଚାୟତରେ ଏକ ନମ୍ବର ନନ୍ଦ ହଟିଂରେ ମଦ ଭାଟି ପ୍ରତିଷ୍ଠାସ୍‌କୁ ସ୍ଥାନୀୟ ଲୋକ ବିରୋଧ କରି ଆଜି ଜିଲାପାଳଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି। ମଦ ଭାଟିରୁ ନିିର୍ଗତ ଆବର୍ଜନା ଯୋଗୁ ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି କରିବା ସହ ଅସାମାଜିକ କାର୍ଯ୍ୟ ବଢୁଥିବା କହିଛନ୍ତି। ଏ ନେଇ ସ୍ଥାନୀୟ ସରପଞ୍ଚଙ୍କୁ ସେମାନେ ଜଣାଇଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରା ନ ଯିବାରୁ ବାଧ୍ୟ ହୋଇ ଦୀର୍ଘ ପ୍ରାୟ ୭୦ କିମି ବାଟ ଆସି ଜିଲାପାଳଙ୍କୁ ଭାଟି ଉଠାଇବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?