ବିଭିନ୍ନ ଦାବି ନେଇ ରେଳବାଇ ଜିଏମ୍‌ଙ୍କୁ ଦାବିପତ୍ର ପ୍ରଦାନ

କେନ୍ଦୁଝର,୭ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପୂର୍ବତଟ ରେଳବାଇର ଜେନେରାଲ ମ୍ୟାନେଜରଙ୍କୁ କେନ୍ଦୁଝର ଯୁବ ପରିଷଦର ଆବାହକ ବରଦା ଦାସଙ୍କ ନେତୃତ୍ୱରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ଦେଇ ଭୁବନେଶ୍ୱରରୁ ଦିଲ୍ଲୀକୁ ଟ୍ରେନ ଚଳାଚଳ, ଖଡ଼ଗପୁରରୁ ଯାଜପୁର -କେନ୍ଦୁଝରଗଡ଼କୁ ଆସୁଥିବା ଟ୍ରେନକୁ କେନ୍ଦୁଝର ପର୍ଯ୍ୟନ୍ତ ସମ୍ପ୍ରସାରଣ, ବିଶାଖାପାଟଣା-ଟାଟା ଟ୍ରେନକୁ ଦୈନିକ ଚଳାଇବା, କେନ୍ଦୁଝରରୁ ପାରାଦୀପକୁ ଯାତ୍ରୀବାହୀ ରେଳ ଚଳାଚଳ, ଖଡ଼ଗପୁରରୁ ବଡ଼ବିଲ ଜନଶତାବ୍ଦୀ ଟ୍ରେନ୍‌କୁ କେନ୍ଦୁଝର ପର୍ଯ୍ୟନ୍ତ ସମ୍ପ୍ରସାରଣ, ପୁରୀ-ବଡ଼ବିଲ ଟ୍ରେନରେ ଅଧିକ କୋଚ୍‌ ଯୋଡ଼ିବା ଆଦି ଦାବି କରିଛନ୍ତି। ସେହିପରି କେନ୍ଦୁଝର ଦେଇ ଟାଟାରୁ ହାଇଦ୍ରାବାଦ ଓ ବାଙ୍ଗାଲୁରୁକୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri