ବିଭିନ୍ନ ଦାବି ନେଇ ରେଳବାଇ ଜିଏମ୍‌ଙ୍କୁ ଦାବିପତ୍ର ପ୍ରଦାନ

କେନ୍ଦୁଝର,୭ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପୂର୍ବତଟ ରେଳବାଇର ଜେନେରାଲ ମ୍ୟାନେଜରଙ୍କୁ କେନ୍ଦୁଝର ଯୁବ ପରିଷଦର ଆବାହକ ବରଦା ଦାସଙ୍କ ନେତୃତ୍ୱରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ଦେଇ ଭୁବନେଶ୍ୱରରୁ ଦିଲ୍ଲୀକୁ ଟ୍ରେନ ଚଳାଚଳ, ଖଡ଼ଗପୁରରୁ ଯାଜପୁର -କେନ୍ଦୁଝରଗଡ଼କୁ ଆସୁଥିବା ଟ୍ରେନକୁ କେନ୍ଦୁଝର ପର୍ଯ୍ୟନ୍ତ ସମ୍ପ୍ରସାରଣ, ବିଶାଖାପାଟଣା-ଟାଟା ଟ୍ରେନକୁ ଦୈନିକ ଚଳାଇବା, କେନ୍ଦୁଝରରୁ ପାରାଦୀପକୁ ଯାତ୍ରୀବାହୀ ରେଳ ଚଳାଚଳ, ଖଡ଼ଗପୁରରୁ ବଡ଼ବିଲ ଜନଶତାବ୍ଦୀ ଟ୍ରେନ୍‌କୁ କେନ୍ଦୁଝର ପର୍ଯ୍ୟନ୍ତ ସମ୍ପ୍ରସାରଣ, ପୁରୀ-ବଡ଼ବିଲ ଟ୍ରେନରେ ଅଧିକ କୋଚ୍‌ ଯୋଡ଼ିବା ଆଦି ଦାବି କରିଛନ୍ତି। ସେହିପରି କେନ୍ଦୁଝର ଦେଇ ଟାଟାରୁ ହାଇଦ୍ରାବାଦ ଓ ବାଙ୍ଗାଲୁରୁକୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍‌ଫେର୍‌, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ

ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍‌ଫେର୍‌ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ...

ଶିକାର ପାଇଁ ଅଭୟାରଣ୍ୟରେ ନିଆଁ

ହାଟଡିହୀ,୨୨l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ହସ୍ତୀ ଅଭୟାରଣ୍ୟର ୯ଟି ପଏଣ୍ଟରେ ଲାଗିଛି ନିଆଁ। ନିଆଁ ଅତି ବ୍ୟାପକ ହୋଇନି। ଗଛରୁ ଝଡି ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri