ଜୋନ ନଂ. ୧୪,୧୫ ପାଇଁ ପାର୍ଥିପତ୍ର ଦାଖଲ

ଗଞ୍ଜାମ,୨୧।୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ୧୪ ଓ ୧୫ ନମ୍ବର ଜୋନ ପାଇଁ ସସ୍ମିତା ସ୍ବାଇଁ ଏବଂ ସନାତନ ବେହେରା ପାର୍ଥିପତ୍ର ଦାଖଲ କରିଥିବା ଜଣାପଡ଼ିଛି। ଶୁକ୍ରବାର ଛତ୍ରପୁରସ୍ଥିତ ଉପଜିଲାପାଳ କାର୍ଯ୍ୟାଳୟରେ ସ୍ଥାନୀୟ ବିଧାୟକ ଓ ବିଜେଡି ନେତୃମଣ୍ଡଳୀ ଓ ସମର୍ଥକମାନଙ୍କ ଉପସ୍ଥିତିରେ ନାମାଙ୍କନ ପତ୍ର ଦାଖଲ କରାଯାଇଥିଲା। ଉଭୟଙ୍କ ଉପରେ ଦଳ ଆଶାପ୍ରକଟ କରି ପ୍ରାର୍ଥୀ କରିଥିବାରୁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହା ସହ ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?