Posted inଜାତୀୟ

ମୋଦିଙ୍କୁ ଇସ୍ତଫା ଦେବାକୁ କହିଲେ ସୁବ୍ରମଣ୍ୟମ ସ୍ବାମୀ: ଭାଜପାର ମଙ୍ଗଳ ପାଇଁ ଏହା କରନ୍ତୁ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୨ : ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କ ନିର୍ବାଚନ ବଣ୍ଡକୁ ବାତିଲ କରିବା ପରେ ଏବେ ରାଜନୀତି ମଧ୍ୟ ଆରମ୍ଭ ହୋଇଛି। ଏପରିକି ସୁବ୍ରମଣ୍ୟମ ସ୍ବାମୀ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ନାମ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଇସ୍ତଫା ଦାବି କରିଛନ୍ତି। ସ୍ବାମୀ ଏହି ଯୋଜନାକୁ ଏକ୍ସ ରେ ତାଙ୍କ ପୋଷ୍ଟରେ ଏକ ସ୍କାମ ବୋଲି କହିଛନ୍ତି।

ସୂଚନାଯୋଗ୍ୟ କ୍‌ସୁପ୍ରିମକୋର୍ଟ ଏହାକୁ ଅଣ ସାମ୍ବିଧାନିକ ବୋଲି କହି ନିର୍ବାଚନ ବଣ୍ଡ ଯୋଜନାକୁ ରଦ୍ଦ କରିଛନ୍ତି। ଆପେକ୍ସ କୋର୍ଟ ମଧ୍ୟ ଗତ ପାଞ୍ଚ ବର୍ଷ ଧରି ଦାନର ଆକାଉଣ୍ଟ ମାଗିଛନ୍ତି। ଗତ ପାଞ୍ଚ ବର୍ଷ ମଧ୍ୟରେ କେଉଁ ଦଳକୁ କେତେ ଦାନ ମିଳିଛି ତାହା ନିର୍ବାଚନ ଆୟୋଗଙ୍କୁ ଜଣାଇବାକୁ ପଡ଼ିବ। ସୁପ୍ରିମକୋର୍ଟ କହିଛନ୍ତି ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିଆଇ) ରୁ ସମ୍ପୂର୍ଣ୍ଣ ତଥ୍ୟ ସଂଗ୍ରହ କରି ୱେବସାଇଟରେ ଶେୟାର କରିବା ଜରୁରୀ।

ସ୍ବାମୀ ଏକ୍ସରେ ଲେଖିଛନ୍ତି ମୁଁ ଭାବୁଛି ପିଏମ ମୋଦି ଇସ୍ତଫା ଦେବା ଉଚିତ। କାରଣ ନିର୍ବାଚନ ବଣ୍ଡଏକ ମୂର୍ଖତାପୂର୍ଣ୍ଣ ଧାରଣା ଥିଲା ଏବଂ ଏହା ଏକ ବଡ଼ ଦୁର୍ନୀତିରେ ପରିଣତ ହେଲା। ଏହା ଦୁର୍ନୀତିର ମୁକାବିଲା ପାଇଁ ଭାଜପାର ଦାବିକୁ କ୍ଷତି ପହଞ୍ଚାଉଛି। ଦଳର ମଙ୍ଗଳ ପାଇଁ ପ୍ରଧାନମନ୍ତ୍ରୀ ମୋଦି ଇସ୍ତଫା ଦେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

କୋରାପୁଟରୁ କେସିଙ୍ଗା ଦେଇ ଚାଲିବ ନୂତନ ଟ୍ରେନ, ରେଳ ମନ୍ତ୍ରୀ ଓ ଏମପିଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ

କେସିଙ୍ଗା,୧୩ା୫:(ତୁମେଶ୍ୱର ସାହୁ): କେସିଙ୍ଗାରୁ ସିଧା ଭୁବନେଶ୍ୱରକୁ ଟ୍ରେନ ନଥିବାରୁ ବହୁବାର କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ଓ ଜେଡ ଏସ ଏସର ସଦସ୍ୟ ଡ଼ାହେମସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri