Posted inଜାତୀୟ

ଆମେରିକାରେ ଉଠିଲା ନାହିଁ ଚାଇନା କଥା, ଖାଲି ହାତରେ ସ୍ବଦେଶ ଫେରିବେ ମୋଦି: ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ,୨୨।୬: ସ୍ବରାଷ୍ଟ୍ର ଅମିତ ଶାହାଙ୍କ ପରେ ଭାରତୀୟ ଜନତା ପାର୍ଟି(ଭାଜପା)ନେତା ସୁବ୍ରମଣ୍ୟମ ସ୍ବାମୀ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଏଥର ସେ ଚାଇନା ପ୍ରସଙ୍ଗରେ ନିଜ ସରକାରକୁ ଘେରି ରହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଆମେରିକୀୟ ଗସ୍ତ ବିଷୟରେ ସୁବ୍ରମଣ୍ୟମ ସ୍ବାମୀ ଏକ ଟୁଇଟ କରିଛନ୍ତି ଯେଉଁଥିରେ ସେ କହିଛନ୍ତି ଯେ ଚାଇନା କ୍ରମାଗତ ଭାବରେ ଭାରତ ବିରୁଦ୍ଧରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରୁଛି, ତଥାପି ଆମେରିକା ଏ ବିଷୟରେ କିଛି କହିନାହିଁ। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ଖାଲି ହାତରେ ଦିଲ୍ଲୀ ଫେରୁଛନ୍ତି ବୋଲି ସେ କହିଛନ୍ତି।

ଅନେକ ସମୟରେ ନିଜ ବୟାନକୁ ନେଇ ଚର୍ଚ୍ଚାରେ ରହୁଥିବା ଭାଜପା ନେତା ସୁବ୍ରମଣ୍ୟମ ଟୁଇଟରରେ ଦି ଇକୋନୋମିଷ୍ଟ ପତ୍ରିକାର ପ୍ରଥମ ପୃଷ୍ଠାରେ ଛପା ହୋଇଥିବା ଫଟୋ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ଯେଉଁଥିରେ ଜୋ ବାଇଡେନଙ୍କୁ ଟାଇଗର ସହିତ ଦର୍ଶାଯାଇଛି। ସେ ଟୁଇଟରରେ ଲେଖିଛନ୍ତି, ରଣନୀତିକ ସୁବିଧା ଭାବରେ ପ୍ରଧାନମନ୍ତ୍ରୀ ମୋଦି ଖାଲି ହାତରେ ଦିଲ୍ଲୀ ଫେରୁଛନ୍ତି। ଆମେରିକା ପକ୍ଷରୁ ଭାରତ ବିରୁଦ୍ଧରେ ଚାଇନା ଆକ୍ରୋଶର କୌଣସି ଉଲ୍ଲେଖ ନାହିଁ। ଚାଇନା ଲଦାଖର ୪୦୩୬ ବର୍ଗ କିଲୋମିଟର ଦଖଲ କରିଛି। ଫଟୋ ଦର୍ଶାଉଛି ଯେ ବାଇଡେନ, ମୋଦି ଟାଇଗରକୁ ନିଜ ଅକ୍ତିୟାରକୁ ଆଣିବାକୁ ଚାହୁଁଛନ୍ତି, ତେଣୁ ବୋକା ହୁଅନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

DSP-୧.୨ କୋଟି, BDO-୯୦ ଲକ୍ଷ… ବିକ୍ରି ହେଉଛି ଚାକିରି, ବିଧାୟକ ଆଣିଲେ ସାଂଘାତିକ ଅଭିଯୋଗ

ରାଞ୍ଚି,୬।୮: ଝାଡ଼ଖଣ୍ଡର ରାଞ୍ଚିରେ ଛାତ୍ର ପ୍ରତିବାଦ କ୍ରମାଗତ ଭାବରେ ତୀବ୍ର ହେବାରେ ଲାଗିଛି। JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ପ୍ରତିବାଦ କରିବା ପାଇଁ ଅନେକ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ଟ୍ୱିଷ୍ଟ! ଅମିତ ଶାହାଙ୍କ ସହ ଏହି ଏମପିଙ୍କ ବୈଠକଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ନୂଆ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି । ତୃଣମୂଳ କଂଗ୍ରେସ (TMC) ଛାଡ଼ିଥିବା ତିନିଜଣ ମୁସଲିମ ଏମପି ଆଜି ସଂସଦ…

କେଜରିୱାଲଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବ୍ଲକ! ଏଏପି ମୁଖ୍ୟ କହିଛନ୍ତି – ‘ମେଟା ମୋଦି ସରକାରଙ୍କ ଆଗରେ ମୁଣ୍ଡ ନୁଆଁଇବା ଉଚିତ ନୁହେଁ’

ନୂଆଦିଲ୍ଲୀ,୬।୮: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ଭିଡିଓ ଶେୟାର କରି ପ୍ରକାଶ କରିଛନ୍ତି ଯେ…

ହଷ୍ଟେଲ ଛାଡ଼ିଲେ ଶତାଧିକ ଛାତ୍ର, ହାତରେ ବ୍ୟାଗ୍‌ ଧରି ୧୦ କିଲୋମିଟର ଚାଲିଲେ

ଝରିଗାଁ,୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ସରକାର କେଜିରୁ ପିଜି ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ପାଇଁ ଗୁରୁତ୍ୱ ଦେଉଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନଟେମରା…

ଭାରତର ଏହି ସ୍ଥାନରେ ଏଯାଏଁ ପହଞ୍ଚିନି କଳିଯୁଗ? ରହସ୍ୟ ଜାଣିଲେ କାବା ହୋଇଯିବେ…

ନୂଆଦିଲ୍ଲୀ,୬।୮: ହିନ୍ଦୁ ଧର୍ମଶାସ୍ତ୍ରଗୁଡ଼ିକରେ ଚାରୋଟି ଯୁଗ— ତ୍ରେତାୟୁଗ, ସତ୍ୟଯୁଗ, ଦ୍ୱାପର ଯୁଗ ଏବଂ କଳିଯୁଗର ବର୍ଣ୍ଣନା କରାଯାଇଛି। ତିନୋଟି ଯୁଗ ଶେଷ ହୋଇସାରିଛି ଏବଂ ଏବେ ଶେଷ…

ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ

ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ…

ସ୍ତ୍ରୀକୁ ପ୍ରେମିକ ସହ ବିବାହ କରାଇଲେ ସ୍ୱାମୀ, ଲୋକେ କହିଲେ ୫ଟା ଛୁଆ ପରେ…

ଉତ୍ତରପ୍ରଦେଶ,୬।୮ : ପ୍ରେମ ଦୁଇଟି ହୃଦୟର ମିଳନ ନୁହେଁ, ଏହା ବିଶ୍ୱାସ, ସମ୍ମାନ ଓ ତ୍ୟାଗର ଏକ ସୁନ୍ଦର ଅନୁଭୂତି । ପ୍ରେମରେ ଶବ୍ଦଠାରୁ ଅଧିକ ମୂଲ୍ୟବାନ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri