ବ୍ରୋଞ୍ଜ, ରୌପ୍ୟ ଜିତିଲେ ସୁବ୍ରତ

ଗଞ୍ଜାମ,୬ା୧୧(ବିଦ୍ୟାଧର ସାହୁ): ବ୍ରହ୍ମପୁର ଡ଼ିଏଭି ସ୍କୁଲରେ ଅନୁଷ୍ଠିତ ଜିଲାସ୍ତରୀୟ କ୍ରୀଡା ପ୍ରତିଯୋଗିତାରେ ଗଞ୍ଜାମର ସୁବ୍ରତ କୁମାର ପାଢ଼ୀ ୧୦୦ ମିଟର ଦୌଡ଼ରେ ବ୍ରୋଞ୍ଜ ଏବଂ ଲଙ୍ଗଜମ୍ପରେ (୪.୨୦ମିଟର ) ରୌପ୍ୟ ପଦକ ହାସଲ କରିଛନ୍ତି। ୧୪ରୁ ୧୭ବର୍ଷ ବାଳକ ବିଭାଗରେ ସେ ଏହି ସଫଳତା ହାସଲ କରିଛନ୍ତି। ଆଇଆରଇ ଏଇସିଏସ୍‌ରେ ଅଷ୍ଟମ ଶ୍ରେଣୀରେ ଅଧ୍ୟୟନ କରୁଥିବା ସୁବ୍ରତ ହେଉଛନ୍ତି ଗଞ୍ଜାମ ଏନଏସି ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀଙ୍କ ପୁଅ। ପୂର୍ବରୁ ସେ ଅଲ୍‌ ଇଣ୍ଡିଆ ଆଥଲେଟିକ ଚମ୍ପିୟନଶିପରେ ଭାଗ ନେଇ ରୌପ୍ୟ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷି ଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri