Posted inଖେଳ

ସୁବର୍ଣ୍ଣପୁର, ପୁରୀ ଚାମ୍ପିୟନ

ଭୁବନେଶ୍ୱର, ୧୯।୯(ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ବକ୍ସିଂ ପ୍ରତିଯୋଗିତା ସୋମବାର ପୁରୀଠାରେ ଶେଷ ହୋଇଛି। ଓଡ଼ିଶା ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଘ ଓ ପୁରୀ ଜିଲା ବିଦ୍ୟାଳୟ କ୍ରୀଡ଼ା ସଂଘର ମିଳିତ ଆନୁକୂଲ୍ୟରେ ଏହି ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏହାର ୧୪ ବର୍ଷରୁ କମ୍‌ ବୟସ ବାଳକ ବର୍ଗରେ ପୁରୀ ଦଳଗତ ବିଜେତା ଏବଂ ଭୁବନେଶ୍ୱର ରନରଅପ୍‌ ହୋଇଥିଲା। ସେହିଭଳି ୧୭ ବର୍ଷରୁ କମ୍‌ ବୟସ ବାଳିକା ବର୍ଗରେ ସୁବର୍ଣ୍ଣପୁର ଚାମ୍ପିୟନ ଓ ପୁରୀ ରନରଅପ୍‌ ଏବଂ ବାଳକରେ ପୁରୀ ଦଳଗତ ବିଜେତା ଓ ଗଞ୍ଜାମ ରନରଅପ୍‌ ହୋଇଛି।
ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ବିଧାୟକ ଜୟନ୍ତ ଷଡଙ୍ଗୀ, ରାଜ୍ୟ ଗଣଶିକ୍ଷା ବିଭାଗ କ୍ରୀଡ଼ା ଯୁଗ୍ମ ନିର୍ଦ୍ଦେଶକ କୈଳାସ ପ୍ରଧାନ, ଜିଲା ଶିକ୍ଷା ଅଧିକାରୀ ବିଶ୍ୱଜିତ ଘୋଷ, ପୁରୀ ଜିଲା ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତି ମିଶ୍ର, ମହେନ୍ଦ୍ର କୁମାର ବିଶ୍ବାଳ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri