ତୃତୀୟ ଥରରେ ସଫଳତା

ଝାରସୁଗୁଡା ଅଫିସ, ୨୪।୯: ଭାରତୀୟ ପ୍ରଶାସନିକ ସେବା(ଆଇଏଏସ)ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ଓଡ଼ିଶାର ଝାରସୁଗୁଡା ସରବାହାଲର ପରୀକ୍ଷାର୍ଥୀ ରୀନା ପ୍ରଧାନ ୧୯୪ ରାଙ୍କରେ ଉତିନ୍ନ ହୋଇଛନ୍ତି। ଏହା ପ୍ରକାଶ ପାଇବା ପରେ ଝାରସୁଗୁଡା ଜିଲାରେ ଖୁସିର ଲହରୀ ଖେଳି ଯାଇଛି । ବାପା ଧରଣୀଧର ପ୍ରଧାନ ଓ ମା’ କଲ୍ୟାଣୀ ପ୍ରଧାନ ପରିଶ୍ରମର ଫଳ ମିଳିଥିବା କହିଛନ୍ତି। ରୀନା ୩ ଥର ୟୁପିଏସସି ସିଭିଲ ସଭିସ ପରୀକ୍ଷା ଦେଲା ପରେ ଏଥର କୃତକାର୍ଯ୍ୟ ହୋଇଛନ୍ତି । ବର୍ତ୍ତମାନ ସେ ନବରଙ୍ଗପୁର ଜିଲାର ସାନମସିଗାଁ ସିଏଚ୍‌ସିରେ ଡାକ୍ତର ଭାବେ କାର୍ଯ୍ୟରତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri