Posted inଜାତୀୟ

ସି-୬୦ କମାଣ୍ଡୋଙ୍କୁ ସଫଳତା: ଗଡ଼ିଲା ୫ ମାଓବାଦୀଙ୍କ ମୁଣ୍ଡ

ଗଡ଼ଚିରୋଲି,୨୯।୩: ମହାରାଷ୍ଟ୍ରର ଗଡ଼ଚିରୋଲି ଜିଲାର ଖେଡ଼ା ଅଞ୍ଚଳରେ ସି-୬୦ କମାଣ୍ଡୋଙ୍କୁ ସର୍ଚ୍ଚ ଅପରେଶନ୍‌ରେ ବଡ଼ ସଫଳତା ମିଳିଛି। ସ୍ଥାନୀୟ ଖୋବ୍ରା ମେଢ଼ା ଜଙ୍ଗଲରେ ମାଓବାଦୀମାନେ ସି-୬୦ କମାଣ୍ଡୋଙ୍କ ଉପରେ ଆକ୍ରମଣ କରିଥିଲେ। ଏହାର ଜବାବରେ କମାଣ୍ଡୋଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। କମୋଣ୍ଡାଙ୍କ ଏନ୍‌କାଉଣ୍ଟରରେ ୫ ଜଣ ମାଓବାଦୀଙ୍କ ମୁଣ୍ଡ ଗଡ଼ିଛି। ମାଓବାଦୀଙ୍କଠାରୁ  ଗୋଳାବାରୁଦ ଏବଂ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭୟ: ଦିଲ୍ଳୀ-ଗୁରୁଗ୍ରାମ ବର୍ଡର ସିଲ୍‌

ନୂଆଦିଲ୍ଲୀ,୧।୫: କରୋନା ଭାଇରସ୍‌ ସଂକ୍ରମଣ ସଙ୍କଟକୁ ଦେଖି ଏବେ ଗୁରୁଗ୍ରାମ ସୀମାକୁ ସିଲ୍‌ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏଭଳି ସ୍ଥିତିରେ କେବଳ ସେହି ଲୋକଙ୍କୁ ଯିବାକୁ...

ନାବାଳିକା ପୀଡ଼ିତାଙ୍କୁ ଗର୍ଭପାତ ଅନୁମତି

ନୂଆଦିଲ୍ଲୀ,୬।୧୧: ଜଣେ ୧୭ ବର୍ଷୀୟା ନାବାଳିକା ବଳାତ୍କାର ପୀଡ଼ିତାଙ୍କୁ ଗର୍ଭପାତ କରିବାକୁ ଅନୁମତି ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ। ଆଇନଗତ ଗର୍ଭପାତ ପାଇଁ କୋର୍ଟର ଦ୍ୱାରସ୍ଥ ହୋଇଥିଲେ...

ଡ୍ରୋନ୍‌ ଯୋଗେ ଗ୍ରେନେଡ୍‌ ପକାଇଛି ପାକିସ୍ତାନ

ଚଣ୍ଡିଗଡ଼, ୨୨ା୧୨: ପଞ୍ଜାବର ଗୁରୁଦାସପୁର ଜିଲାରେ ଅନ୍ତର୍ଜାତୀୟ ସୀମା ସଂଲଗ୍ନ ଅଞ୍ଚଳରୁ ସୀମା ସୁରକ୍ଷା ବଳ(ବିଏଏସ୍‌ଏଫ୍‌) ଓ ପୋଲିସ ୧୧ ଗ୍ରେନେଡ ଠାବ କରିଛି। ପାକିସ୍ତାନ...

କରୋନା ପାଇଁ ପ୍ରଥମ ଆୟୁର୍ବେଦିକ ଔଷଧ ପ୍ରସ୍ତୁତ: ଘୋଷଣା କରିବ ପତଞ୍ଜଳି

ନୂଆଦିଲ୍ଲୀ,୨୩।୬: ସାରା ବିଶ୍ୱରେ କରୋନା ଭାଇରସ୍‌ ମହାମାରୀ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଏହାର ଚିକିତ୍ସା ବା ମୁକାବିଲା ଲାଗି ସମସ୍ତ ଦେଶ ନିଜ...

ପାକିସ୍ତାନରେ ପଢ଼ିଲେ ଭାରତରେ ଚାକିରି ନାହିଁ

ନୂଆଦିଲ୍ଲୀ,୪।୫: ପାକିସ୍ତାନରେ ଡାକ୍ତରୀ ଶିକ୍ଷା ଲାଭ କରିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ନ୍ୟାଶନାଲ ମେଡିକାଲ କମିଶନ ଏବଂ ଡେଣ୍ଟାଲ କମିଶନ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ବିଜ୍ଞପ୍ତି...

ଫୁଟ୍‌ବଲ୍‌ ଖେଳିଲେ ଦିଦି

କୋଲକତା,୩।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ଇନଡୋର ଷ୍ଟାଡିୟମରେ ‘ଖେଲାଶ୍ରୀ ଯୋଜନା’ ଆରମ୍ଭ କରିଛନ୍ତି। ଏହି ଅବସରରେ ତାଙ୍କ ମଞ୍ଚ ଉପରେ ଫୁଟବଲ ଖେଳୁଥିବାର...

ମୋଦିଙ୍କୁ ଭେଟିବେ ଶେଖ ହାସିନା, ୭ଟି ଚୁକ୍ତି ଉପରେ ହେବ ସ୍ୱାକ୍ଷର

ନୂଆଦିଲ୍ଲୀ,୬ ।୯: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ଦୁଇ ଦେଶ ମଧ୍ୟରେ ସମ୍ପର୍କ ମଜଭୁତ କରିବାକୁ ୪ ଦିବସୀୟ ଭାରତ ଗସ୍ତରେ ଆସିଛନ୍ତି । ସୋମବାର...

ନିର୍ଭୟା ମାମଲା: ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଖୁଣ୍ଟରେ ଝୁଲିବେ ୪ ଦୋଷୀ

ନୂଆଦିଲ୍ଲୀ,୧୭।୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବା ଲାଗି ସୋମବାର ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ଏହି ଡେଥ୍‌...

Advertisement
Archives

Model This Week