ଜେଇଇ ଆଡଭାନ୍ସରେ ଫିଟ୍‌ଜି ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର: ଚଳିତ ବର୍ଷର ଜେଇଇ ଆଡଭାନ୍ସ ଫଳାଫଳରେ ଫିଟ୍‌ଜି ଭୁବନେଶ୍ୱର-କଟକ ସେଣ୍ଟରର ବିଦ୍ୟାର୍ଥୀମାନେ ଭଲ ପ୍ରଦର୍ଶନ କରିଥିବା ସୂଚନା ମିଳିଛି। ସେଣ୍ଟରର ସୂଚନା ଅନୁସାରେ ସ୍ଥିତପ୍ରଜ୍ଞା ସାହୁ ୩୬୫, ସୌରଭ ସୌମ୍ୟକାନ୍ତ ଦାସ ୪୧୫, ଅଙ୍କିତ ଦେ ୫୩୨, ଆର୍ଯ୍ୟନ ଶତପଥୀ ୮୪୯, ଜ୍ୟୋତିରାଦିତ୍ୟ ମିଶ୍ର ୯୩୩ ଏବଂ ବିବେକ ଜୟସ୍ବାଲ ୯୪୯ତମ ସ୍ଥାନ ହାସଲ କରିଛନ୍ତି। ଏ ସମ୍ପର୍କରେ ଭୁବନେଶ୍ୱର ଫିଟ୍‌ଜି ସେଣ୍ଟରର ମୁଖ୍ୟ ରାଣାଜୟ ବର୍ଦ୍ଧନ କହିଛନ୍ତି , ଆଇଆଇଟି-ଜେଇଇ ଆଦି ପରୀକ୍ଷାରେ ସଫଳ ବିଦ୍ୟାର୍ଥୀ ସୃଷ୍ଟି କରିପାରୁଥିବାରୁ ବେଶ୍‌ ଉସତ୍ାହ ଓ ଆନନ୍ଦିତ ଅଛୁ। ସେହିଭଳି ଫିଟ୍‌ଜି ଓଡ଼ିଶା ଅପରେଶନ ପ୍ରତିନିଧି ପି.କେ. ଦାସ କହିଥିଲେ, ଫିଟ୍‌ଜିରେ ଆଗ୍ରହୀ ବିଦ୍ୟାର୍ଥୀମାନଙ୍କୁ ପ୍ରଶିକ୍ଷଣ ଦ୍ୱାରା ଜେଇଇ ଭଳି ପରୀକ୍ଷାରେ ଭଲ ସ୍ଥାନ ହାସଲ କରିବା ପାଇଁ ଆବଶ୍ୟକ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ସୁଦ୍ଧା ବିପିସିଏଲ୍‌, ଏୟାର ଇଣ୍ଡିଆର ଘରୋଇକରଣ

ନୂଆଦିଲ୍ଲୀ,୧୭-୧୧: ୨୦୨୦ ମାର୍ଚ୍ଚ ସୁଦ୍ଧା ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍‌ ) ଏବଂ ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ଘରୋଇକରଣ ସମସ୍ତ ପ୍ରକ୍ରିୟା ଶେଷ ହେବ। ଶନିବାର...

ଆଜିଠାରୁ ବଢ଼ିପାରେ ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୨୦-୫: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ଯଥେଷ୍ଟ ବୃଦ୍ଧି ପାଇଥିଲେ ମଧ୍ୟ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ଦେଶରେ ପେଟ୍ରୋଲ...

ଟାଟା ମୋଟର୍ସର କ୍ଲିକ୍‌ ଟୁ ଡ୍ରାଇଭ

ମୁମ୍ବାଇ,୨୦।୪: ଦେଶର ପ୍ରମୁଖ ଯାନ ନିର୍ମାତା ଟାଟା ମୋଟର୍ସ ପକ୍ଷରୁ କ୍ଲିକ୍‌ ଟୁ ଡ୍ରାଇଭ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହା ଦ୍ୱାରା ଗ୍ରାହକ ଏଣ୍ଡ ଟୁ...

ମେଡ୍‌ ସର୍ଭିସ ହାୟର ଅନ୍‌ ଆଓ୍ବାର ଶୁଭାରମ୍ଭ

ଭୁବନେଶ୍ୱର,୧।୬ : ଇଲାସବତି ସର୍ଭିସେସ ପ୍ରାଇଭେଟ ଲିମିଟେଡ ପକ୍ଷରୁ ମେଡ୍‌ ସର୍ଭିସ ‘ହାୟର ଅନ୍‌ ଆଓ୍ବାର’ ଶୁଭାରମ୍ଭ ହୋଇଛି। କମ୍ପାନୀର ଏମ୍‌ଡି ସଞ୍ଜୟ କୁମାର ପାତ୍ର...

ଅର୍ଥ ବ୍ୟବସ୍ଥାର ପ୍ରକୃତ ସ୍ଥିତି ମାପିବେ ସରକାର

ନୂଆଦିଲ୍ଲୀ,୨୦-୧: ଦେଶ ମଧ୍ୟରେ ଡାଟାର ଗୁଣବତ୍ତା ନ ଥିବା ଯୋଗୁ ସରକାରଙ୍କୁ ଅନେକେ ସମାଲୋଚନା କରିଥାନ୍ତି। ସେହିଭଳି ଡାଟା ହେରଫେରର ଅଭିଯୋଗ ସରକାରଙ୍କ ବିରୋଧରେ ଆସିଛି।...

ଅଂଶୁଲା କାନ୍ତ ହେବେ ବିଶ୍ୱବ୍ୟାଙ୍କ ଏମ୍‌ଡି

ନୂଆଦିଲ୍ଲୀ,୧୩।୭: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ) ଏମ୍‌ଡି ଅଂଶୁଲା କାନ୍ତଙ୍କୁ ବିଶ୍ୱ ବ୍ୟାଙ୍କର ଏମ୍‌ଡି ତଥା ଚିଫ୍‌ ଫାଇନାନସିଆଲ ଅଫିସର(ସିଏଫ୍‌ଓ) ଭାବେ ନିଯୁକ୍ତ କରାଯାଇଛି। ବିଶ୍ୱ ବ୍ୟାଙ୍କ...

ଦର ବଢ଼ାଇବ ମାରୁତି ସୁଜୁକି

ନୂଆଦିଲ୍ଲୀ, ୭ା୪: ଦେଶର ଅଗ୍ରଣୀ କାର୍‌ ନିର୍ମାଣ କର୍ମାନୀ ମାରୁତି ସୁଜୁକି ଇଣ୍ଡିଆ (ଏମ୍‌ଏସ୍‌ଆଇ) ଏପ୍ରିଲ୍‌ରେ ନିଜ ଗାଡ଼ିଗୁଡ଼ିକର ଦର ବୃଦ୍ଧି କରିବ। ମାରୁତି ସୁଜିକି...

ସ୍ଥିତି ସମୀକ୍ଷା କଲେ ନିର୍ମଳା

ନୂଆଦିଲ୍ଲୀ,୨୧-୩: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର କରୋନାକୁ ନେଇ ଦେଶରେ ଉପୁଜିଥିବା ସ୍ଥିତିକୁ ସମୀକ୍ଷା କରିଛନ୍ତି। ସେ ୪ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହାବାଦ ବେସାମରିକ ବିମାନ...

Advertisement
Archives

Model This Week