ରେଗଡା ଆଦର୍ଶ ବିଦ୍ୟାଳୟର ସଫଳତା : ଟପ୍ପର ହେଲେ ପ୍ରତ୍ୟୁଷ, ପୁଷ୍ପଲତା

କର୍ଲାମୁଣ୍ଡା,୧୪।୫ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ଓମ୍‌ ପ୍ରତ୍ୟୁଷ ସାହୁ ଦଶମ ପରୀକ୍ଷାରେ ୯୬% ମାର୍କ ରଖି ବିଦ୍ୟାଳୟ ଟପ୍ପର ହୋଇଛନ୍ତି। ତାଙ୍କର ଏହି ସଫଳତା ପାଇଁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି ବିଦ୍ୟାଳୟରେ ୬ ଜଣ ଛାତ୍ରୀଛାତ୍ର ୯୦%ରୁ ଅଧିକ ମାର୍କ ରଖିଥିବା ବେଳେ ୧୩ ଜଣ ୮୦%ରୁ ଅଧିକ ଓ ୫୧ ଜଣ ଛାତ୍ରୀଛାତ୍ର ୬୦%ରୁ ଅଧିକ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି।

ସେହିପରି ସିବିଏସସି ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଏହି ବିଦ୍ୟାଳୟର ଛାତ୍ରୀ ପୁଷ୍ପଲତା କମ୍ପ ୯୬.୨% ମାର୍କ ରଖି ବ୍ଲକ ଟପ୍ପର ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଯୋଗାସନ ପ୍ରତିଯୋଗୀତା ପାଇଁ ୭ ମନୋନୀତ

ଦିଗପହଣ୍ଡି,୧୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ୨ ଦିନିଆ ରାଜ୍ୟସ୍ତରୀୟ ବାଳିକା ଯୋଗାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା MGNREGA ନାଁ

ଭୁବନେଶ୍ୱର,୧୨।୧୨: କେନ୍ଦ୍ର ସରକାର ଶୁକ୍ରବାର ପୁଣି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର MGNREGA ନାଁ ବଦଳାଇ ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା(Pujya...

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

ଭାରତ ବିରୋଧରେ ପାକିସ୍ତାନର ନୂଆ ଚାଲ, ସହଯୋଗ କରୁଛି ଚାଇନା!

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଏସିଆର ସର୍ବପୁରାତନ ଆଞ୍ଚଳିକ ସଂଗଠନ ସାର୍କ ସମ୍ପର୍କରେ ପାକିସ୍ତାନ ପୁଣି ଥରେ ଭାରତ ବିରୁଦ୍ଧରେ ଏକ ବିଷାକ୍ତ ବିବୃତ୍ତି ଆରମ୍ଭ କରିଛି। ପାକିସ୍ତାନର...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri