ରେଗଡା ଆଦର୍ଶ ବିଦ୍ୟାଳୟର ସଫଳତା : ଟପ୍ପର ହେଲେ ପ୍ରତ୍ୟୁଷ, ପୁଷ୍ପଲତା

କର୍ଲାମୁଣ୍ଡା,୧୪।୫ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ଓମ୍‌ ପ୍ରତ୍ୟୁଷ ସାହୁ ଦଶମ ପରୀକ୍ଷାରେ ୯୬% ମାର୍କ ରଖି ବିଦ୍ୟାଳୟ ଟପ୍ପର ହୋଇଛନ୍ତି। ତାଙ୍କର ଏହି ସଫଳତା ପାଇଁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି ବିଦ୍ୟାଳୟରେ ୬ ଜଣ ଛାତ୍ରୀଛାତ୍ର ୯୦%ରୁ ଅଧିକ ମାର୍କ ରଖିଥିବା ବେଳେ ୧୩ ଜଣ ୮୦%ରୁ ଅଧିକ ଓ ୫୧ ଜଣ ଛାତ୍ରୀଛାତ୍ର ୬୦%ରୁ ଅଧିକ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି।

ସେହିପରି ସିବିଏସସି ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଏହି ବିଦ୍ୟାଳୟର ଛାତ୍ରୀ ପୁଷ୍ପଲତା କମ୍ପ ୯୬.୨% ମାର୍କ ରଖି ବ୍ଲକ ଟପ୍ପର ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri