Posted inଜାତୀୟ

ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା, ୨ ଆତଙ୍କବାଦୀ ନିହତ, ୪ ଗିରଫ…

ଶ୍ରୀନଗର, ୧୦।୫ : ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଶ୍ରୀନଗରର ବେମିନା ଅଞ୍ଚଳରେ ଅପରେଶନ୍‌ ସମୟରେ ୪ ଆତଙ୍କବଦୀଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ଅପରପକ୍ଷରେ ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଗିରଫ ହୋଇଥିବା ଆତଙ୍କବାଦୀମାନେ ଟିଆର୍‌ଏଫ୍‌ ଏବଂ ଲଶ୍କର-ଇ-ତୋଏବାର ହାଇବ୍ରିଡ୍‌ ଆତଙ୍କବାଦୀ ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri