Posted inଜାତୀୟ

ସୁରକ୍ଷାକର୍ମୀଙ୍କୁ ସଫଳତା

ଶ୍ରୀନଗର,୨୫।୨: ଜମ୍ମୁ-କଶ୍ମୀରରେ ସୁରକ୍ଷାବାହିନୀ ବଡ଼ ସଫଳତା ହାସଲ କରିଛି। ସୁରକ୍ଷା ବାହିନୀ ଗୁଳିରେ ଦୁଇ ଆତଙ୍କବାଦୀ ଟଳିପଡିଛନ୍ତି। ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଚାଲିଛି।
ସୂଚନା ଅନୁଯାୟୀ, ଶୋପିଆନ ଜିଲାର ଆମିସିପୋରା ଅଞ୍ଚଳରେ ଆତଙ୍କବାଦୀଙ୍କ ଲୁଚି ରହିଥିବା ସୂଚନା ମିଳିଥିଲା। ସୂଚନା ପାଇବା ମାତ୍ରେ ସୁରକ୍ଷା ବାହିନୀ ଏହି ଅଞ୍ଚଳକୁ ଘେରି ରହି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ନିଜକୁ ଘେରି ରହି ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ସୁରକ୍ଷା ବାହିନୀ ଏହାର ପ୍ରତିଶୋଧ ନେଇ ଦୁଇ ଆତଙ୍କବାଦୀଙ୍କୁ ମାରିବାରେ ସଫଳ ହୋଇଥିଲେ। ଘଟଣାସ୍ଥଳରେ ବହୁ ସଂଖ୍ୟକ ସାଧାରଣ ନାଗରିକଙ୍କ ଉପସ୍ଥିତି ପରେ ସେମାନଙ୍କୁ ପ୍ରଥମେ ଏକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri