Posted inଜାତୀୟ

ସୁରକ୍ଷାକର୍ମୀଙ୍କୁ ସଫଳତା, ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ, ସର୍ଚ୍ଚ ଅପରେଶନ୍‌ ଜାରି…

ଶ୍ରୀନଗର, ୧୧।୬ : ଜମ୍ମୁ-କଶ୍ମୀରର ପୁଲଓ୍ବାମାର ଦ୍ରବଗ୍ରାମରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଗୁପ୍ତ ସୂଚନା ଆଧାରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଥିଲା।

ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ମାତ୍ର ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାର୍କମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। କିଛି ଆତଙ୍କବାଦୀ ଲୁଚି ଥିବା ଅନୁମାନ କରି ମିଳତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ବଡ଼ ପରୀକ୍ଷା: ୫ମ ସ୍ଥାନରେ ଏନ୍‌ଇଇଟି ୟୁଜି

ନୂଆଦିଲ୍ଲୀ,୬।୧୦: ଭାରତର ସବୁଠାରୁ ବଡ଼ ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି ୟୁଜି ବିଶ୍ୱର ସବୁଠାରୁ ବଡ଼ ପରୀକ୍ଷାଗୁଡ଼ିକ ମଧ୍ୟରେ ସ୍ଥାନ ପାଇଛି। ଏସବିଆଇ ରିସର୍ଚ୍ଚର ଏକ ରିପୋର୍ଟ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?