ସୋମାଲିଆ ସେନାଙ୍କୁ ସଫଳତା, ୨ ମାସରେ ୧,୬୫୦ ଆତଙ୍କବାଦୀ ନିହତ…

ମୋଗାଦିଶୁ,୫।୧୦ : ସୋମାଲିଆରେ ଆତଙ୍କବାଦୀଙ୍କ ବିରୋଧରେ ସୋମାଲି ଜାତୀୟ ସେନା ମାଧ୍ୟମରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ସୋମାଲିଆର ଜାତୀୟ ସେନା ରିପୋର୍ଟ କରିଛି ଗତ ଦୁଇ ମାସ ମଧ୍ୟରେ ସୋମାଲିଆର ଗାଲମୁଦୁଗ ଏବଂ ହିରଶାବେଲ ରାଜ୍ୟରେ ସାମରିକ ଆକ୍ରମଣ ସମୟରେ ଏହା ୧,୬୫୦ ଅଲ-ଶବାବ ଆତଙ୍କବାଦୀଙ୍କୁ ହତ୍ୟା କରାଯାଇଛି। ସେହିପରି ୫୫୦ ରୁ ଅଧିକ ଆତଙ୍କବାଦୀ ଆହତ ହୋଇଛନ୍ତି।

ସୂଚନା, ସଂସ୍କୃତି ଏବଂ ପର୍ଯ୍ୟଟନ ମନ୍ତ୍ରଣାଳୟ କହିଛି ସୈନ୍ୟମାନେ ସ୍ଥାନୀୟ ବାହିନୀ ଏବଂ ଆନ୍ତର୍ଜାତୀୟ ସହଯୋଗୀମାନଙ୍କ ସହଭାଗିତାରେ ମାଓବାଦୀଙ୍କ ଲୁଚି ରହିଥିବା ସ୍ଥାନକୁ ନଷ୍ଟ କରି ଦେଇଛନ୍ତି। ସେନା କାର୍ଯ୍ୟାନୁଷ୍ଠାନ ପରେ ଅନେକ ଆତଙ୍କବାଦୀ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି।

ଗତ ବର୍ଷ ରାଷ୍ଟ୍ରପତି ହାସନ ଶେଖ ମହମ୍ମଦ ଆତଙ୍କବାଦୀ ଗୋଷ୍ଠୀ ବିରୋଧରେ ଯୁଦ୍ଧ ଘୋଷଣା କରିଥିଲେ। ଏହି ଘୋଷଣା ପରେ ଆତଙ୍କବାଦୀଙ୍କ ବିରୋଧରେ ଆକ୍ରମଣାତ୍ମକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

‘ସୂର୍ଯ୍ୟବଂଶୀଙ୍କ ଉପରେ ଖୁବ ଶୀଘ୍ର ବଢ଼ିବ ଚାପ, ତେଣୁ ଏବେ…’: ଭାଇରାଲ ହେଉଛି ଅଶ୍ୱିନଙ୍କ ବିଶେଷ ଉପଦେଶ

ନୂଆଦିଲ୍ଲୀ,୨୬।୬: ପୂର୍ବତନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀଙ୍କୁ ମୂଲ୍ୟବାନ ପରାମର୍ଶ ଦେଇ କହିଛନ୍ତି ଯେ ଏହି ପର୍ଯ୍ୟାୟରେ ସେ କୌଣସି ଚାପ…

ମୋତେ ମଦ ଦିଅ…ଜେଲ୍‌ରେ ଥାଇ ପୋଲିସ ଆଗରେ ଏମିତି ଡିମାଣ୍ଡ କଲେ ସିୟା

ପୁଣେ,୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁକୁ ନେଇ ଥମୁନି ଚର୍ଚ୍ଚା। ଏହି ଘଟଣାରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲୁଛି। ସିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri