Posted inଜାତୀୟ

ସେନାକୁ ସଫଳତା: ପୁଣି ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୯।୮: ସେନାକୁ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ପୁଣି ଏକ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଶନିବାର ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏଥିରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ସ୍ଥାନୀୟ ଜଦୁରା ଗାଁରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ଭାରତୀୟ ସେନା ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ-କଶ୍ମୀରରେ ୭ ଜଣ ଆତଙ୍କବାଦୀଙ୍କର ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ଶୁକ୍ରବାର କଶ୍ମୀରରେ ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା। ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ପାକିସ୍ତାନୀ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ବିଏସ୍‌ଏଫ୍‌

ନୂଆଦିଲ୍ଲୀ,୨୫ା୧୦: ଗୁଜରାଟର କଚ୍ଛ ଜିଲାର ସମ୍ବେଦନଶୀଳ ସିର୍‌ କ୍ରିକ ଅଞ୍ଚଳରେ ବେଆଇନ ଭାବେ ଭାରତୀୟ ଜଳସୀମାରେ ପ୍ରବେଶ କରିଥିବା ଅଭିଯୋଗରେ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ୪ଜଣ ପାକିସ୍ତାନୀ…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର…

ବୈଭବଙ୍କୁ ୩ ନମ୍ବରରେ ଖେଳାଇବା ନେଇ ଅଶ୍ୱିନଙ୍କ ପ୍ରଶ୍ନ, କହିଲେ ପାଣି ବାହାରେ ମାଛ…

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୧୫ ବର୍ଷୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଥିଲା। ଈଶାନ କିଶନ…

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….

ଖୋର୍ଦ୍ଧା,୨୫।୧୦(ପ୍ରଭାତ ପାଣିଗ୍ରାହୀ): ଜଟଣୀ ଇନ୍‌ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?